ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ଦ୍ୱାଦଶତମ ଦିବସ:ଆଇଆରବି ନାଇଥ୍‌ ବାଟାଲିୟନ୍‌ ବିଜୟୀ

ଭବାନୀପାଟଣା,୨୮।୯(ଡି.ଏନ.ଏ.)
ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ଶୁକ୍ରବାର ୧୩ ତମ ମ୍ୟାଚ୍‌ରେ ଗୁଡମର୍ନିଂ କ୍ଲବ ବନାମ ଆଇଆରବି ନାଇଥ୍‌ ବାଟାଲିୟନ୍‌ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଆଇଆରବି ନାଇଥ୍‌ ବାଟାଲିୟନ୍‌ ୩-୦ରେ ଗୁଡମର୍ନିଂ କ୍ଲବକୁ ହରାଇ ବିଜୟୀ ହୋଇଛି। ମ୍ୟାଚ୍‌ରେ ଅତିଥି ଭାବେ ମହାବୀର ସାଂସ୍କୃତି ଅନୁଷ୍ଠାନ ସାଧାରଣ ସମ୍ପାଦକ ତଥା ରାଜ୍ୟ ସଙ୍ଗୀତ ନାଟକ ଏକାଡେମି ସଦସ୍ୟ ସତ୍ୟ ନାରାୟଣ ସିଂ ଯୋଗଦେଇଥିଲେ। ଜିତେନ୍ଦ୍ର କୁମାର ରଥ, ରଞ୍ଜନ ଦାସ, ପିଭି ରାଓ ଓ ମହମ୍ମଦ ଅବଦୁଲ କାଦର ପ୍ରମୁଖ ଖେଳ ପରିଚାଳନା କରିଥିଲେ। ମ୍ୟାଚ୍‌ରେ କ୍ରୀଡା ସଂସ୍ଥାର ସମ୍ପାଦକ ତଥା ଓଡିଶା ଆଥୋଲେଟିକ୍‌ ଆସୋସିଏଶନ୍‌ ସଭାପତି ଜଗମୋହନ ପଟ୍ଟନାୟକ ଓ ଉପସଭାପତି ସୁରେନ୍ଦ୍ର ନାଥ ତ୍ରୀପାଠି, ଫୁଟବଲ ସେକ୍ରେଟେରି କାଦର ଖାନ, ଆଥେଲେଟିକ୍‌ ସେକ୍ରେଟେରି ସମ୍ଭୁ ରାଉତ, ଆଇପିଇ ମହେନ୍ଦ୍ର ପଣ୍ଡା, ଜିଲାର ଭେଟେରାନ ଫୁଟବଲ ଖେଳାଳି ନଳିନୀ ମୁଣ୍ଡ, ଜଳେଶ୍ୱର ଗଉଡ, କିଶୋର ସାହୁ, ଅର୍ଜୁନ ନାଏକ, ଧିରେନ ପଟ୍ଟନାୟକ, ରାଜିବ ସାହୁ, ସନ୍ତୋଷ ପ୍ରଧାନ, ଭିକାରୀ ଚରଣ ମିଶ୍ର, ଝୁନୁ ପଣ୍ଡା, ଅଶୋକ ପଟ୍ଟନାୟକ, ସନତ୍‌ କୁମାର ମହାପାତ୍ର ଓ ଚକ୍ରଧର ସେଠୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ: ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ୩ ଛାତ୍ରୀ

ଭବାନୀପାଟଣା ୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ସ୍ନାତକ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ…

ବାଟରେ ରୋଗୀଙ୍କ ମୃତ୍ୟୁ ହୋଇଯିବାରୁ ଜଙ୍ଗଲ ରାସ୍ତାରେ ଓହ୍ଲାଇ ପଳାଇଲେ ବୋଲେରୋ ଚାଳକ, ମୃତ ସ୍ବାମୀଙ୍କୁ ଜଗିରହିଲେ ବୃଦ୍ଧା

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): ସମାଜରୁ ହଜିଯାଉଛି ମାନବିକତା, ମଣିଷ ମନରୁ ଦୟାଭାବ କ୍ଷୁର୍ଣ୍ଣ ହେବାରେ ଲାଗିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର- ଭବାନୀପାଟଣା ରାସ୍ତା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

ହରିହରପୁର ଗ୍ରାମରେ ପାନୀୟ ଜଳ ସମସ୍ୟା, ରାସ୍ତା ଅବରୋଧ କଲେ ହରିହରପୁର ହରିଜନ ପଡାର ମହିଳା

ଲାଞ୍ଜିଗଡ଼,୧।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତ ହରିହରପୁର ଗ୍ରାମର ହରିଜନ ପଡାରେ ଜଳସଙ୍କଟ ଦେଖାଦେଇଛି । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ୪୫ ଡିଗ୍ରୀ…

ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ, ମେଡିକାଲରୁ ଡିସ୍‌ଚାର୍ଜ ପରେ…

ଭବାନୀପାଟଣା,୧।୬(ଉତ୍ତମ କୁମାର ଦାଶ): ଚିକିତ୍ସା ଅବହେଳାରୁ ମହିଳା ରୋଗୀଙ୍କ ମୃତ୍ୟୁ ହୋଇଛି। ଏଭଳି ଅଭିଯୋଗ କଳାହାଣ୍ଡି ଜିଲା ମୁଖ୍ୟ ମେଡିକାଲରୁ ଆସିଛି। ଶନିବାର ଜିଲାର ନର୍ଲା ଥାନା…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

କେସିଙ୍ଗାରେ ଦଶମ-ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

କେସିଙ୍ଗା,୩୧ା୫(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଯୋଲକୋ ସ୍ଥିତ ବୌଦ୍ଧ ମଣ୍ଡପ ଠାରେ ଚଳିତ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ୮୦ ପ୍ରତିଶତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri