ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ଦଶମ ଦିବସ: ମର୍ନିଂ କ୍ଲବ ୨-୦ ଗୋଲରେ ବିଜୟୀ

ଭବାନୀପାଟଣା,୨୫।୯(ଡି.ଏନ.ଏ.)-ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ମଙ୍ଗଳବାର ଦଶମ ମ୍ୟାଚ୍‌ ମର୍ନିଂ କ୍ଲବ ବନାମ ଶ୍ରୀକ୍ରୀଷ୍ଣା କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ମର୍ନିଂ କ୍ଲବ ୨-୦ ଗୋଲରେ ବିଜୟୀ ହୋଇଥିଲା। ଦଶମ ଦିବସ ମ୍ୟାଚ୍‌ରେ ଅତିଥି ଭାବେ କ୍ରୀଡା ସଙ୍ଗଠକ ତଥା ପୂର୍ବତନ ସନ୍ତୋଷ ଟ୍ରଫି ଖେଳାଳି ଜଗଦିସ ପ୍ରଧାନ ଯୋଗଦେଇଥିଲେ। ଜିତେନ୍ଦ୍ର କୁମାର ରଥ, ହର ପଟେଲ, ଦେବେନ୍ଦ୍ର ରାଉତ ଓ ଅଶୋକ ବାଗ ପ୍ରମୁଖ ଖେଳ ପରିଚାଳନା କରିଥିଲେ। ମ୍ୟାଚ୍‌ରେ କ୍ରୀଡା ସଂସ୍ଥା ସମ୍ପାଦକ ତଥା ଓଡିଶା ଆଥୋଲେଟିକ୍‌ ଆସୋସିଏଶନ୍‌ ସଭାପତି ଜଗମୋହନ ପଟ୍ଟନାୟକ ଓ ଉପସଭାପତି ସୁରେନ୍ଦ୍ର ନାଥ ତ୍ରୀପାଠି, ଫୁଟବଲ ସେକ୍ରେଟେରି କାଦର ଖାନ, ସମ୍ଭୁ ରାଉତ, ମହେନ୍ଦ୍ର ପଣ୍ଡା, ନଳିନୀ ମୁଣ୍ଡ, ଜଳେଶ୍ୱର ଗଉଡ, କିଶୋର ସାହୁ, ଅଶୋକ ପଟ୍ଟନାୟକ ଓ ଚକ୍ରଧର ସେଠୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri