ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ଏକାଦଶତମ ଦିବସ: ଷ୍ଟାର ଇଲେଭେନ୍‌ ବନାମ୍‌ ଆଇଆରବି ନାଇନଥ୍‌ ବେଟାଲିୟନ୍‌ ମ୍ୟାଚ୍‌ ଡ୍ର

ଭବାନୀପାଟଣା,୨୬।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ବୁଧବାର ଏକାଦଶତମ ମ୍ୟାଚ୍‌ ଷ୍ଟାର ଇଲେଭେନ୍‌ ବନାମ୍‌ ଆଇଆରବି ନାଇନଥ୍‌ ବେଟାଲିୟନ୍‌ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଉଭୟ ଦଳ ଗୋଟାଏ ଲେଖାଏଁ ଗୋଲ ଦେବା ଫଳରେ ମ୍ୟାଚ୍‌ ଡ୍ର ହୋଇଥିଲା। ମ୍ୟାଚ୍‌ରେ ଅତିଥି ଭାବେ ପୂର୍ବତନ ଫୁଟବଲ କ୍ରିଡାବିତ୍‌ ସନତ କୁମାର ମହାପାତ୍ର, ଜିତେନ୍ଦ୍ର କୁମାର ରଥ, ରଞ୍ଜନ ଦାସ, ପି.ଭି ରାଓ, ଅଶୋକ ବାଗ ପ୍ରମୁଖ ଖେଳ ପରିଚାଳନା କରିଥିଲେ। ମ୍ୟାଚ୍‌ରେ କ୍ରୀଡା ସଂସ୍ଥାର ସମ୍ପାଦକ ତଥା ଓଡିଶା ଆଥୋଲେଟିକ୍‌ ଆସୋସିଏଶନ୍‌ ସଭାପତି ଜଗମୋହନ ପଟ୍ଟନାୟକ ଓ ଉପସଭାପତି ସୁରେନ୍ଦ୍ର ନାଥ ତ୍ରୀପାଠି, ଜିଲାର ଭେଟେରାନ ଫୁଟବଲ ଖେଳାଳି ନଳିନୀ ମୁଣ୍ଡ, ଜଳେଶ୍ୱର ଗଉଡ, କିଶୋର ସାହୁ ଓ ଚକ୍ରଧର ସେଠୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅସୁରକ୍ଷିତ ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି: ଉପରୁ ଖସିଲା ସିଲିଂ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri