ଭରତପୁର ଚୋରି ଘଟଣା: ୨ ଗିରଫ

ଆଳି, ୨୬।୯ (ଡି.ଏନ୍‌.ଏ.): ଆଳି ଥାନା ଅଧୀନ ଭରତପୁର ଗ୍ରମର ଦୁଇ ଜଣଙ୍କ ଘରୁ ହୋଇଥିବା ସଶସ୍ତ୍ର ଡକାୟତି ଘଟଣାରେ ପୋଲିସ ଆଉ ଦୁଇ ଜଣଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ପଟ୍ଟାମୁଣ୍ଡାଇ ବଡମୂଳବସନ୍ତର ମୁନା ଦାସ ଓ ଭଦ୍ରକ ଧାମନଗରର ନୂଆପଡା ଗ୍ରାମର ବବ ଦାସ। ମଙ୍ଗଳବାର ରାତିରେ ପାଟ୍ରୋଲିଂ ବେଳେ ପୋଲିସ ମୁନା ଓ ବବଙ୍କୁ ସନ୍ଦେହରେ ଉଠାଇ ଆଣି ପଚରଉଚୁରା କରୁଥିଲା। ଉଭୟେ ଭରତପୁର ଡକାୟତି ଘଟଣାରେ ସାମିଲ ଥିବା ପୋଲିସ ଜାଣିପାରିବା ପରେ ଉଭୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏଥିସହ ଏମାନେ ଆଳି ଥାନା ମୂଳସାହି ଗ୍ରାମ ଚୋରି ଘଟଣା ଏବଂ ରାଜକନିକା ଓ ପଟ୍ଟାମୁଣ୍ଡା ଅଞ୍ଚଳରେ ହୋଇଥିବା ଏକାଧିକ ଚୋରିରେ ସାମିଲ ଥିବା ଆଇଆଇସି ସଲିଲ କୁମାର ପ୍ରଧାନ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଭରତପୁର ଚୋରି ଘଟଣାରେ ପୋଲିସ ପୂର୍ବରୁ ୯ ଜଣଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri