Posted inଜାତୀୟ

ଭାଇରାଲ ହେଉଛି ରାହୁଲଙ୍କ ଦୋସା ଖାଇବା ଫଟୋ

ପାଟନା,୭।୭: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ତଥା ଓ୍ବୟନାଡ ଲୋକ ସଭା ଆସନର ଏମ୍‌ପି ରାହୁଲ ଗାନ୍ଧୀଙ୍କର ଦୋସା ଖାଇବାର ଏକ ଫଟୋ ଏବେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଶନିବାର ରାହୁଲ ଏକ ମାନହାନି ମାମଲାରେ ପାଟନା କୋର୍ଟରେ ହାଜର ହେବାକୁ ଥିବାବେଳେ ସେ ବିହାର ପହଞ୍ଚିଥିଲେ। ସେ ହାଜର ହେବା ପରେ ତାଙ୍କୁ ଜାମିନ ମଧ୍ୟ ମିଳିଯାଇଥିଲା। ଆଉ ଜାମିନ ପାଇ ଫେରି ଆସିବା ବେଳେ ସେ ବସନ୍ତ ବିହାରରେ ଥିବା ଏକ ରେଷ୍ଟୁରାଣ୍ଟରେ ଜଣେ ସାଧାରଣ ଗ୍ରାହକଙ୍କ ଭଳି ପହଞ୍ଚି ଦୋସା ଖାଇବା ସହ କଫି ପିଇଥିଲେ। ଏହାକୁ ଦେଖି ସେଠାରେ ଥିବା ଲୋକେ ରାହୁଲଙ୍କୁ ଏତେ ପାଖରେ ପାଇ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ ଓ ଅନେକ ଲୋକ ମୋବାଇଲରେ ରାହୁଲଙ୍କ ଦୋସା ଖାଇବାର ଫଟୋ ଉଠାଇ ସୋସିଆଲ ମିଡିଆରେ ଅପଲୋଡ କରିବା ପରେ ଏବେ ଏହା ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

ଆଇଟିଆଇରେ ଅଘଟଣ: ଦୁଇ ମହଲା ଛାତରୁ ଡେଇଁଲେ ଯୁବକ

କୁତ୍ରା,୧୩।୬(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବିରିଙ୍ଗାଟୋଲିଠାରେ ଅବସ୍ଥିତ ହୃଦାନନ୍ଦ ଦାନୀ ଆଇଟିଆଇ ହଷ୍ଟେଲ ଛାତରୁ ଇଲେକ୍ଟ୍ରିକାଲ୍ ଦ୍ଵିତୀୟ ବର୍ଷ ଛାତ୍ର ଦୁଇ ମହଲା…

ଭାରତ କଲା ଏମିତି ପାକିସ୍ତାନରେ ହାହାକାର! ହଠାତ୍‌ ସାରା ବିଶ୍ୱରେ ଚହଳ

ଇସଲାମବାଦ,୧୩।୬: ସିନ୍ଧୁ ଜଳ ଚୁକ୍ତିନାମାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ପାକିସ୍ତାନର ଅନେକ ସ୍ଥାନରେ ସ୍ପଷ୍ଟ ହେବାରେ ଲାଗିଛି। ସାମ୍ପ୍ରତିକ ରିପୋର୍ଟରୁ…

ବେନିୟମ କରତକଳ ଉପରେ ଚଢ଼ାଉ, ଖସିଗଲେ ଅଭିଯୁକ୍ତ

ଭଞ୍ଜନଗର,୧୩ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ଖଇରପଟି ଗ୍ରାମ ନିକଟରେ ଖୋଲାରେ ଚାଲୁଥିବା ଏକ ବେନିୟମ କରତକଳ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri