ଭାଉଜଙ୍କ ସହ ସମ୍ପର୍କ ନ ଥିବା ପ୍ରମାଣ କରିବାକୁ ଯାଇ ଅଗ୍ନିପରୀକ୍ଷା ଦେଲେ ଦିଅର

ହାଇଦ୍ରାବାଦ,୨।୩: ତେଲେଙ୍ଗାନାର କରିମନଗର ଜିଲାର ବଞ୍ଜାରୁପାଲି ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତି ତାଙ୍କ ଭାଉଜଙ୍କ ସହ ଅବୈଧ ସମ୍ପର୍କ ନେଇ ଅଭିଯୋଗ ହୋଇଥିଲା। ଯାହାକୁ ପ୍ରମାଣ କରିବାକୁ ଯାଇ ଦିଅର ଜଣଙ୍କ ଅଗ୍ନିପରୀକ୍ଷା ଦେଇଛନ୍ତି। ନିଆଁରେ ପଡି ଗରମ ହୋଇଥିବା ଲୁହା ରଡକୁ ହାତରେ ଉଠାଇଛନ୍ତି। ଏହି ପୁରା ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ଖବରନୁଯାୟୀ, ଯୁବକ ଜଣଙ୍କ ତାଙ୍କ ବଡ଼ ଭାଇଙ୍କ ସ୍ତ୍ରୀଙ୍କ ସହ ଅବୈଧ ସମ୍ପର୍କ ରଖିଥିବା ଅଭିଯୋଗ ପରେ ଗ୍ରାମରେ ପଞ୍ଚାୟତ ବସିଥିଲା। ତେବେ ପଞ୍ଚାୟତରେ ଯୁବକୁଙ୍କ ନିଜକୁ ନିର୍ଦ୍ଦୋଷ ପ୍ରମାଣ କରିବାକୁ ହେଲେ ଅଗ୍ନିପରୀକ୍ଷା ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ବ୍ୟକ୍ତି ଜଣଙ୍କ ଅଗ୍ନିପରୀକ୍ଷା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍‌ ଘଟିଲା ଏମିତି…

ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri