ଭାଗ୍ୟ ଖୋଲିଦେବ ଏହି ଗଛ

ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଲେଖ ରହିଛି, ବାଡ଼ି ବଗିଚାରେ ଗଛଲତାର ଯନତ୍ ନେଲେ ଆରୋଗ୍ୟ ଲାଭ ସହ ଗ୍ରହଦୋଷ ମଧ୍ୟ କଟିଯାଏ। ତେବେ ଘରେ କେଉଁସବୁ ଗଛ ଲଗାଇଲେ ଶୁଭ ଫଳ ପ୍ରାପ୍ତି ହୋଇଥାଏ ସେ ସମ୍ପର୍କରେ…

+ ଲାଜକୁଳି ଲତା ଯଦି ଘରର ଐଶାନ୍ୟ କୋଣରେ ଥାଏ ତେବେ ତାହା ଅତ୍ୟନ୍ତ ଶୁଭ। ନିୟମିତ ଏଥିରେ ପାଣି ଦେବା ଦ୍ୱାରା ରାହୁ ଦୋଷ ଦୂର ହୋଇଥାଏ।
+ଘରର ପଶ୍ଚିମ ଦିଗରେ ଶମୀ ଗଛ ଲଗାନ୍ତୁ। ଶନିବାର ଏହି ଗଛକୁ ପୂଜା କରିବା ଦ୍ୱାରା ଶନିଦୋଷ ଦୂର ହୋଇଥାଏ ବୋଲି ବିଶ୍ୱାସ ରହିଛି।
+ ଘରର ପୂର୍ବ ଦିଗରେ ତୁଳସୀ ଗଛ ଲଗାନ୍ତୁ। ନିୟମିତ ସ୍ନାନ କରିବା ପରେ ଏଥିରେ ପାଣି ଦେବା ଦ୍ୱାରା ପରିବାରର ମଙ୍ଗଳ ହେବା ସହ ସମସ୍ତଙ୍କ ସ୍ବାସ୍ଥ୍ୟ ବି ଭଲ ରୁହେ।
+ ଘରର ପୂର୍ବ ଦିଗରେ ଅଶ୍ୱତ୍ଥ ଗଛ ଲଗାଇ ଯଦି ଘରର ମୁଖ୍ୟ ଦ୍ୱାରରେ ସ୍ବସ୍ତିକ ଚିହ୍ନ ଅଙ୍କାଯାଏ ତେବେ ଘରେ ସକାରାତ୍ମକ ଶକ୍ତି ପ୍ରବେଶ କରିଥାଏ ଓ କିଛି ବି ଅନିଷ୍ଟ ହୁଏନି। ଏହି ଗଛକୁ ଉତ୍ତର ଦିଗରେ ଲଗାଇଲେ ଧନ ବୃଦ୍ଧି ହୁଏ ଓ ପଶ୍ଚିମ ଦିଗରେ ଲଗାଇଲେ ଶନିଦେବ ପ୍ରସନ୍ନ ହୁଅନ୍ତି।
+ ଭଗବାନ ଗଣେଶଙ୍କୁ ଅର୍ପଣ କରାଯାଉଥିବା ଦୂବ ଯଦି ବାଡି ବଗିଚାରେ ଥାଏ ତେବେ ତାହା ଅତ୍ୟନ୍ତ ଶୁଭ ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri