ଭାଗ୍ୟକୁ ଆଦରି ରହିଛନ୍ତିି ୧୫ କିଡ଼ନୀ ରୋଗୀ

ରାୟଗଡ଼ା ଅଫିସ ,୧୪।୩
ରାୟଗଡ଼ା ସହରରେ ରହିଛି ଜିଲା ମୁଖ୍ୟ ଚିକିତ୍ସାଳୟ ା ରାୟଗଡ଼ା ଜିଲାରେ କିଡ୍‌ନୀ ରୋଗରେ ଆକ୍ରାନ୍ତ ରୋଗୀ ଏଠାରେ ଉପଯୁକ୍ତ ସ୍ବାସ୍ଥ୍ୟସେବା ପାଉ ନ ଥିବାରୁ ରାଜ୍ୟ ଓ ରାଜ୍ୟ ବାହାରର ଚିକିତ୍ସାଳୟ ଉପରେ ନିର୍ଭର କରିବାକୁ ବାଧ୍ୟ ହେଉଛନ୍ତି। ସାରା ରାଜ୍ୟର ଜନ ସାଧାରଣ ଅନୁପାତ ଅନୁସାରେ ୧ ଲକ୍ଷରେ ୧୦ କିଡ୍‌ନୀ ରୋଗରେ ଆକ୍ରାନ୍ତ ହେଉଥିବା ଜଣାପଡ଼ିଛି ା କିଡ୍‌ନୀ ରୋଗର ଚିକିତ୍ସା ନିମନ୍ତେ ନେଫ୍ରଲୋଜି ବିଭାଗ ରହିଥାଏ ା କିନ୍ତୁ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ନେଫ୍ରଲୋଜି ବିଭାଗ ସହ ଏହାର ବିଶେଷଜ୍ଞ ନ ଥିବା ଜଣାପଡ଼ିଛି ା ଏଠାରେ ଡାଏଲିସିସ୍‌ର ସୁବିଧା ରହିଛି ା ୨୦୧୮ ସେପ୍ଟେମ୍ବର ୧୧ ତାରିଖରୁ ୩ ଟି ଡାଏଲିସିସ୍‌ ଯନ୍ତ୍ର ସ୍ଥାପନ କରାଯାଇଥିଲା ା ରାଜ୍ୟ ସଭା ସଦସ୍ୟ ଏନ ଭାସ୍କର ରାଓ ଏହାର ଶୁଭାରମ୍ଭ କରିଥିଲେ ା ରୋଗୀ ରାଜ୍ୟ କିମ୍ବା ରାଜ୍ୟ ବାହାରର ଅନ୍ୟ ଚିକିତ୍ସାଳୟରେ ଡାଏଲିସିସ୍‌ କରୁଥିଲେ ା ଏଠାରେ ଏହାର ସୁବିଧା ହେବା ପରେ ବର୍ତ୍ତମାନ ପର୍ଯ୍ୟନ୍ତ ୬୦ କିଡ୍‌ନୀ ରୋଗୀଙ୍କୁ ଡାଏଲିସିସ୍‌ ସେବା ନିୟମିତ ଭାବେ ୩ ଟି ମେଶିନ ଦ୍ୱାରା ଯୋଗାଇ ଦିଆଯାଉଛି ା ପ୍ରତ୍ୟକ ଦିନ ପ୍ରାୟ ୬ ଟି ନେଗେଟିଭ ଓ ୩ ଟି ପଜିଟିଭ କେସର ଡାଏଲିସିସ୍‌ କରାଯାଉଛି ା କିନ୍ତୁ ମେଶିନ ଅଭାବରୁ ୧୫ କୀଡ଼ନୀ ରୋଗୀ ଡାଏଲିସିସ୍‌ ଅଭାବରୁ ଭାଗ୍ୟ କୁୂ ଆଦରି ରହିଛନ୍ତି ା କିଡ୍‌ନୀ ରୋଗୀଙ୍କ ସଂଖ୍ୟା ଜିଲାରେ ଅଧିକ ରହିଛି ା ଚିକିତ୍ସାଳୟରେ ଏହି ସୁବିଧା ନ ପାଇ ସେମାନେ ଅନ୍ୟ ସ୍ଥାନକୁ ଯାଇ ଖର୍ଚ୍ଚାନ୍ତ ହେଉଥିବା ଜଣାଯାଇଛି ା ଏ ନେଇ ସିଡ଼ିଏମଓ ଆର୍ତ୍ତବନ୍ଧୁ ନାୟକଙ୍କୁ ପଚାରିବାରୁ, ଜିଲାରେ କୀଡ଼ନୀ ରୋଗୀଙ୍କ ଚିକିତ୍ସା ନିମନ୍ତେ ଆହୁରି ୨ ଟି ମେଶିନ ଯୋଗାଇ ଦେବା ଲାଗି ସ୍ବାସ୍ଥ୍ୟ ବିଭାଗକୁ ଜଣାଯାଇଛି ା ମାର୍ଚ୍ଚ ସୁଦ୍ଧା ୨ ଟି ମେଶିନ ଆସିବାର ସମ୍ଭାବନା ଥିବା କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri