ଭାଜପା ପକ୍ଷରୁ ଅସହାୟଙ୍କୁ ସହାୟତା

କେନ୍ଦୁଝର, ୨ା୫ (ସ୍ବ.ପ୍ର.) କେନ୍ଦୁଝର ଜିଲା ଭାଜପା ପକ୍ଷରୁ କରୋନା ଉପଲକ୍ଷେ ବିଭିନ୍ନ ବର୍ଗର ପରିବାରଙ୍କୁ ସମୁଦାୟ ୩୬ ହଜାର ୫୮୫ ରନ୍ଧା ଖାଦ୍ୟ ପୁଡିଆ ଓ ୩୬ ହଜାର ୬୫୦ ଶୁଖିଲା ଖାଦ୍ୟ ପୁଡିଆ ବଣ୍ଟନ କରାଯାଇଥିବା ଦଳ ପକ୍ଷରୁ କୁହାଯାଇଛି। ସେହିପରି ଜିଲାର ସମୁଦାୟ ୬,୧୧୦ ଜଣ କାର୍ଯ୍ୟକର୍ତ୍ତା ୪୦,୩୫୨ଟି ମାସ୍କ ଜିଲାରେ ବଣ୍ଟନ କରାଯାଇଛି। ଆର୍ଥିକ ଓ ଶାରିରୀକ ଭାବେ ଅକ୍ଷମ, ଅସହାୟ ଓ ଗରିବ ଲୋକଙ୍କୁ ବଣ୍ଟନ କରାଯାଇଥିବା ଜିଲା ସମ୍ପାଦକ ସଞ୍ଜୀବ ନାୟକ ସୂଚନା ଦେଇଛନ୍ତି। ପୂର୍ବତନ ଏମ୍‌ପି ଅନନ୍ତ ନାୟକ, ସଦର ବିଧାୟକ ମୋହନ ମାଝୀ ଓ ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କ ନେତୃତ୍ୱରେ ଏହି କାର୍ଯ୍ୟସମ୍ପନ୍ନ ହୋଇଥିବା ବେଳେ ଜିଲାର ଦଳର ସମସ୍ତ କାର୍ଯ୍ୟକର୍ତ୍ତା, କର୍ମୀମାନେ ସହାୟତା କରିଥିବା ଜଣାପଡିଛି। ସେହିପରି କରୋନା ଯୋଦ୍ଧା କୁହାଯାଉଥିବା ଆଗାଧାଡିରେ ରହି ସେବା କରୁଥିବା ସ୍ବାସ୍ଥ୍ୟ ବିଭାଗ ଓ ପୋଲିସ ବିଭାଗ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…

ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri