Posted inଜାତୀୟ

ଭାଜପା ପାର୍‌ କଲା ୩ଶହ ମାଇଲ୍‌ ଖୁଣ୍ଟ: ୩୨୯ ଆସନରେ ଆଗୁଆ

ନୂଆଦିଲ୍ଲୀ,୨୩।୫: ଭାଜପା ୩ଶହ ମାଇଲ୍‌ ଖୁଣ୍ଟ ଅତିକ୍ରମ କରିଛି। ସକାଳ ସାଢ଼େ ୧୦ଟା ସୁଦ୍ଧା ୫୪୨ ଲୋକ ସଭା ଆସନ ମଧ୍ୟରୁ ଗଣତି ହୋଇଥିବା ୫୩୭ ଆସନ ମଧ୍ୟରୁ ଭାଜପା ୩ଶହ ୨୯ରେ ଆଗୁଆ ରହିଛି। କଂଗ୍ରେସ ଶହେ ୬ ଏବଂ ଅନ୍ୟ ଦଳ ଶହେ ୨ ଆସନରେ ଆଗୁଆ ରହିଛନ୍ତି। ଦଳର ସଫଳତା ପାଇଁ ଭାଜପାକର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଆରମ୍ଭ ହେଲା ସିବିଏସଇ ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୧୭।୨: ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି, ଯେଉଁଥିରେ ୪୩ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି, ପ୍ରାୟ…

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି ।…

Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ…

ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା

ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି…

ତିନି ଦିନିଆ ଗସ୍ତରେ ଭାରତ ପହଞ୍ଚିଲେ ଫ୍ରାନ୍ସ ରାଷ୍ଟ୍ରପତି; ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମାକ୍ରନ କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ,୧୭।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି (ଫେବୃଆରୀ ୧୭) ଅର୍ଥାତ୍‌ ମଙ୍ଗଳବାର ସକାଳେ ତିନି ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ଦାୟିତ୍ୱ ଗ୍ରହଣ କରିବା…

ଗାଈ ସଂଗ୍ରହାଳୟ

ଉତ୍ତର ପ୍ରଦେଶର ଏକ ସରକାରୀ ସଂସ୍ଥା ‘ଉତ୍ତର ପ୍ରଦେଶ ବ୍ରଜ ତୀର୍ଥ ବିକାଶ ପରିଷଦ’ ମଥୁରାଠାରେ ଭାରତର ପ୍ରଥମ ‘କାଓ କଲ୍‌ଚର ମ୍ୟୁଜିୟମ୍‌’ ବା ଗାଈ ସଂସ୍କୃତି…

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri