Posted inରାଜ୍ୟ

ଭାଜପା ପ୍ରାର୍ଥୀଙ୍କ କାରରୁ ଲକ୍ଷାଧିକ ଟଙ୍କା ଜବତ

ହିନ୍ଦୋଳ,୧୮।୪(ଡି.ଏନ.ଏ): ଢ଼େଙ୍କାନାଳ ଜିଲା ହିନ୍ଦୋଳର ମଙ୍ଗଳପୁରରୁ ଗୁରୁବାର ଭାଜପା ପ୍ରାର୍ଥୀଙ୍କ କାରରୁ ଲକ୍ଷାଧିକ ଟଙ୍କା ଜବତ କରାଯାଇଛି। ଭାଜପା ପ୍ରାର୍ଥୀ ଆଶୋକ ନାୟକଙ୍କ ଗାଡ଼ିରୁ ଷ୍ଟାଟିକ୍‌ ସର୍ଭେଲାନ୍ସ ସ୍କ୍ବାଡ୍‌ ୪ଲକ୍ଷ ଟଙ୍କା ଜବତ କରିଛି। ଟଙ୍କା ମିଳିବା ପରେ ଏ ସମ୍ପର୍କରେ ଟାଉନ ଥାନାରେ ତାଙ୍କୁ ପଚରାଉଚରା କରାଯାଇଥିବା ଢ଼େଙ୍କାନାଳ ଏସ୍‌ପି ଅନୁପମା ଜେମ୍‌ସଙ୍କ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

ରାଜନୀତିରେ ପ୍ରବେଶ କରିବେ ଅଲିମ୍ପିଆନ୍ ଦୂତୀ ଚାନ୍ଦ, ବିଧାୟକ ହେବାକୁ ଇଚ୍ଛା

ଭୁବନେଶ୍ୱର,୧୬।୧୨: ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri