ଭାଜପା ବିଧାୟକ ମଦନମୋହନ ଦତ୍ତଙ୍କ ପରଲୋକ

ବାଲେଶ୍ୱର ଅଫିସ/ଭୁବନେଶ୍ୱର, ୧୭।୬(ବ୍ୟୁରୋ): ବାଲେଶ୍ୱର ସଦର ଭାଜପା ବିଧାୟକ ମଦନମୋହନ ଦତ୍ତଙ୍କର ବୁଧବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ହୃଦ୍‌ଘାତରେ ମୃତ୍ୟୁ ଘଟିଥିବା ପୁଅ ମାନସ ଦତ୍ତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସହ୍ୟ ନିର୍ଯାତନା: ହାଇଦ୍ରାବାଦରୁ ଲୁଚିଆସିଲେ ୪ ଶ୍ରମିକ

ଭବାନୀପାଟଣା/ଜୁନାଗଡ଼,୪ା୫ (ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଥମୁନି ଦାଦନ ଦୁଃଖ। ହାଇଦ୍ରାବାଦ କାମ କରିବାକୁ ଯାଇ ଜୁନାଗଡ ସହରର ୪ଜଣ ଶ୍ରମିକ...

କାର୍‌ରୁ ୨୬ ଲକ୍ଷ ଜବତ

ବଡ଼ବିଲ/ନୂଆପଡ଼ା,୪ା୫ (ଦେବପ୍ରିୟ ରଣା/ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ଯାଞ୍ଚ ପ୍ରକ୍ରିୟା ଜାରି ରହିଛି। ଏହିକ୍ରମରେ ଶୁକ୍ରବାର...

ଆଜି ଆସୁଛନ୍ତି ଜୟଶଙ୍କର, ୫ରେ ଆସିବେ ନଡ୍ଡା

ଭୁବନେଶ୍ୱର, ୪ା୫(ସୁନିତ୍‌ ମିଶ୍ର): ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଦଳର ଶକ୍ତି ବୃଦ୍ଧି ନିମନ୍ତେ ଭାଜପା କେନ୍ଦ୍ରୀୟ ନେତାମାନେ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି।...

ସୁଜାତା ଅର୍ଥ ବିଭାଗ ସ୍ବତନ୍ତ୍ର ସଚିବ, ଶାଳିନୀଙ୍କୁ ମିଶନ ଶକ୍ତି ଦାୟିତ୍ୱ

ଭୁବନେଶ୍ୱର,୪ା୫(ଅନିଲ ଦାସ): ୨୦୦୦ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ମିଶନ ଶକ୍ତି ସଚିବ ସୁଜାତା ଆର୍‌. କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ବଦଳି...

କଲରାପତରିଆ ବାଘ ଗଣନା ଆରମ୍ଭ

ଭୁବନେଶ୍ୱର,୪ା୫(ଅସମାପିକା ସାହୁ): ଚଳିତବର୍ଷରୁ ରାଜ୍ୟ ସରକାର ନିଜସ୍ବ କଲରାପତରିଆ ବାଘ ଗଣନା ଆରମ୍ଭ କରିଛନ୍ତି। ଗତ ୧ ତାରିଖରୁ ଆରମ୍ଭ ହୋଇଥିବା ଏହି ଗଣନା କାର୍ଯ୍ୟ...

କଂଗ୍ରେସ ଜିତିଲେ ସମ୍ବିଧାନ ସୁରକ୍ଷିତ ରହିବ: ରାହୁଲ

ରାୟଗଡ଼ା,୪।୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ କଂଗ୍ରେସ ସମାବେଶକୁ ଶୁକ୍ରବାର ଭର୍ଚୁଆଲ ମୋଡ୍‌ରେ ସମ୍ବୋଧନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏହି ଜନସଭାରେ ସେ କଂଗ୍ରେସର...

ଓଡ଼ିଆ ଅସ୍ମିତା କଥା କହିବାର ଅଧିକାର ଧର୍ମେନ୍ଦ୍ରଙ୍କ ନାହିଁ: ବିଜେଡି

ଭୁବନେଶ୍ୱର,୪ା୫(ଅନିଲ ଦାସ): ଓଡ଼ିଆ ଅସ୍ମିତା ମହାପ୍ରଭୁ ଜଗନ୍ନାଥଙ୍କଠାରୁ ଆରମ୍ଭ ହୁଏ, ଯିଏ କି କେବଳ ଦେବତା ନୁହନ୍ତି, ସେ ହେଉଛନ୍ତି ଓଡ଼ିଶାର ହୃଦ୍‌ସ୍ପନ୍ଦନ ା ଯେତେବେଳେ...

ଓଡ଼ିଆ ଅସ୍ମିତା ଉପରେ ବଡ଼ ପ୍ରଶ୍ନଚିହ୍ନ ଲାଗିଛି: ଧର୍ମେନ୍ଦ୍ର

ଭୁବନେଶ୍ୱର, ୪।୫(ସୁନିତ୍‌ ମିଶ୍ର): ଓଡ଼ିଆ ସମାଜ ସମ୍ମୁଖରେ ଓଡ଼ିଆ ଭାଷା, ଐତିହ୍ୟ, ଗୌରବ, ଅସ୍ମିତା ଓ ସଂସ୍କୃତି ଉପରେ ବଡ଼ ପ୍ରଶ୍ନଚିହ୍ନ ଲାଗିଛି ବୋଲି କେନ୍ଦ୍ରମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri