ଭାଜପା ବିଧାୟକ ମଦନମୋହନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ଶ୍ରୀକାନ୍ତ ଜେନା

ଭୁବନେଶ୍ୱର,୧୭।୬(ବ୍ୟୁରୋ): ବାଲେଶ୍ୱର ସଦର ଭାଜପା ବିଧାୟକ ମଦନ ମୋହନ ଦତ୍ତଙ୍କର ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା କଂଗ୍ରେସ ନେତା ଶ୍ରୀକାନ୍ତ ଜେନା। ସେ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି, ବିଧାୟକଙ୍କ ଅକାଳ ବିୟୋଗ ଅତ୍ୟନ୍ତ ଦୁଃଖଦାୟକ। ସେ ବହୁଦିନ ଧରି ଅସୁସ୍ଥ ଥିଲେ। ଗରିବ ଲୋକମାନଙ୍କ ସୁଖଦୁଃଖରେ ନିଜକୁ ସମର୍ପିତ କରିଥିଲେ। ତାଙ୍କର ବିୟୋଗରେ ବାଲେଶ୍ୱରବାସୀ ଜଣେ ଅତ୍ୟନ୍ତ ପ୍ରୀୟ ବନ୍ଧୁଙ୍କୁ ହରାଇଲେ। ବ୍ୟକ୍ତିଗତ ଭାବେ ମଧ୍ୟ ତାଙ୍କ ସହ ସୁସମ୍ପର୍କ ଥିଲା। ବିଧାୟକଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଏହି ଦୁଃଖକୁ ସହିବାର ଶକ୍ତି ଦିଅନ୍ତୁ ବୋଲି ପ୍ରାର୍ଥନା କରୁଥିବା ଶ୍ରୀକାନ୍ତ କହିଛନ୍ତି।

ପ୍ରକାଶ ଯେ, ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ତାଙ୍କର ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ବିଧାୟକଙ୍କୁ ମୃତ୍ୟୁ ବେଳକୁ ୬୧ ବର୍ଷ ହୋଇଥିବା ପୁଅ ମାନସ ଦତ୍ତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…

ଶିରିଝୋଲି ହତ୍ୟାକାଣ୍ଡରେ ବଡ଼ ରାୟ, ବୁଡୁଙ୍କୁ ଆଜୀବନ….

ଗୁଣପୁର, ୭।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅତିରିକ୍ତ ଜିଲା ଜଜ୍‌ (ଏଡିଜେ) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଗୁଣପୁର…

ବିଲରେ କାମ କରୁଥିବା ବେଳେ ଦୁଇ ଭାଇଙ୍କ ଉପରେ ମାଡିବସିଲା ଭାଲୁ, ରକ୍ତ ଜୁଡୁବୁଡୁ…

ଆନନ୍ଦପୁର,୭।୯(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁରରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି । ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ…

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ…

ଦାରିଙ୍ଗବାଡ଼ିରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ: ବାଲ୍ୟବିବାହ ରୋକିବା ଓ କନ୍ୟାରତ୍ନଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଦାରିଙ୍ଗବାଡି,୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମିଶନଶକ୍ତି ଗୃହ ପରିସର ମଧ୍ୟରେ ସୋମବାର ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲେ । ଏଥିରେ…

ବଡ଼ ଘୋଷଣା; ଛାତ୍ରୀଛାତ୍ର ଓଡ଼ିଆରେ ପଢ଼ିବେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ

ଭୁବନେଶ୍ୱର, ୭।୯: ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆସିବାକୁ ଯାଇଛି । ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ ହେବ । ମୁକ୍ତ ବିଦ୍ୟାଳୟରେ ମିଳିବ ମାଗଣା ଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri