Posted inଜାତୀୟ

ଭାଜପା-ଶିବସେନା: ଅଲ୍‌ ଇଜ୍‌ ନଟ୍‌ ଓ୍ବେଲ

ମୁମ୍ବାଇ,୧୩।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମଧ୍ୟରେ ମେଣ୍ଟ ହୋଇଛି। ଏମାନେ ଏକାଠି ମିଶି ବିଧାନସଭା ନିର୍ବାଚନ ଲଢିବେ। ହେଲେ ଏମାନଙ୍କ ମେଣ୍ଟ ସବୁବେଳେ ରହୁଛି ଚର୍ଚ୍ଚାରେ। ଏବେ ନିର୍ବାଚନକୁ ଆଉ ମାତ୍ର ଅଳ୍ପ ଦିନ ବାକିଥିବା ବେଳେ ପୋଷ୍ଟରରେ ପୁଣି ଥରେ ଏମାନଙ୍କୁ ଅଲଗା ଅଲଗା ଦେଖିବାକୁ ମିଳିଛି। ଅର୍ଥାତ୍‌ ଅଲ୍‌ ଇଜ୍‌ ନଟ ଓ୍ବେଲ ବୋଲି ଚର୍ଚ୍ଚା ହେଉଛି। କାରଣ ଏହି ମେଣ୍ଟ ଦଳ ନିର୍ବାଚନ ପ୍ରଚାର ସମୟରେ ପୋଷ୍ଟରରେ ଅଲଗା ଅଲଗା ଦେଖାଦେଉଥିବାରୁ ଏହା ‘ଏକଲା ଚଲୋ’କୁ ପ୍ରାଧାନ୍ୟ ଦେଉଛି ବୋଲି ରଜନୈତିକ ମହଲରେ ଚର୍ଚ୍ଚା ହେଉଛି। ବିଭିନ୍ନ ସ୍ଥାନରେ ଏବେ ଶିବେସେନାର ଭିନ୍ନ ପୋଷ୍ଟର ଓ ଭାଜପାର ଭିନ୍ନ ପୋଷ୍ଟର ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri