Posted inଜାତୀୟ

ଭାଜପା ସହ ମେଣ୍ଟ କରିବାର ପ୍ରଶ୍ନ ଉଠୁନି: ଶରଦ ପାଓ୍ବାର

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରରେ ଭାଜପା ଏବଂ ଏନସିପି ବିଧାୟକ ଅଜିତ ପାୱାରଙ୍କ ସମର୍ଥନରେ ସରକାର ଗଢ଼ିବା ପରେ ଏବେ ସମସ୍ତଙ୍କ ନଜର ବିଧାନସଭାର ଆସ୍ଥା ଭୋଟ ଉପରେ। ୩୦ ତାରିଖ ଭିତରେ ଏହି ଆସ୍ଥା ଭୋଟ ହେବାର ସମ୍ଭାବନା ରହିଛି। ଅଜିତଙ୍କ ସମର୍ଥନ ଏନସିପିର ସମର୍ଥନ ନୁହେଁ ବୋଲି ସୁପ୍ରିମୋ ଶରଦ ପାୱାର କହିସାରିଛନ୍ତି। ଏବେ ଅଜିତ ଏବଂ ଶରତ ପାଓ୍ବାରଙ୍କ ମଧ୍ୟରେ ଟୁଇଟ୍‌ ଲଢେଇ ଚାଲିଛି। ଅଜିତ ପାୱାର ରବିବାର ସନ୍ଧ୍ୟାରେ ସବୁକିଛି ଠିକ ଠାକ ଅଛି। ଧୈର୍ଯ୍ୟ ରଖିବାର ଆବଶ୍ୟକ ରହିଛି। ଭାଜପା-ଏନସିପି ମେଣ୍ଟ ମହାରାଷ୍ଟ୍ରରେ ଏକ ସ୍ଥିର ସରକାର ଦେଇପାରିବ ବୋଲି ଟୁଇଟ କରି କହିଛନ୍ତି। ଏହାର ଜବାବରେ ଶରଦ କହିଛନ୍ତି, ଭାଜପା ସହ ମେଣ୍ଟ କରିବାର କୌଣସି ପ୍ରଶ୍ନ ଉଠୁନି। ଏନସିପି ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନେଇସାରିଛି ଶିବସେନା ଏବଂ କଂଗ୍ରେସ ସହ ମିଶି ସରକାର ଗଠନ କରାଯିବ। ଅଜିତ ପାୱାରଙ୍କ ମନ୍ତବ୍ୟ ମିଛ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ବର୍ଷିଲେ ଅତନୁ, କହିଲେ ଭାଜପା ସରକାର କେବଳ…

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟରେ ୨ ବର୍ଷ ଭାଜପା ସରକାରଙ୍କ ଶାସନ କଳଙ୍କିତ ଇତିହାସ। ମହିଳାମାନଙ୍କ ହକ୍‌ ପାଇଁ ବିଜେଡ଼ିର ପଥପ୍ରାନ୍ତ ସଭାରେ ଯୋଗଦେଇ ପୂର୍ବତନ ମନ୍ତ୍ରୀ…

କଳା ଅନ୍ଧାରକରି ମାଡ଼ିଆସିଲା କାଳବୈଶାଖୀ : ବିଦ୍ୟୁତ୍ ସେବା ପ୍ରଭାବିତ, ବିଜୁ ପଟ୍ଟନାୟକ ପାର୍କ ୨ ଦିନ ବନ୍ଦ

ଭଞ୍ଜନଗର, ୩୧।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ରବିବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହା ଫଳରେ ବିଭିନ୍ନ ବିଭାଗରେ କ୍ଷତି…

ଅପେରା ନାୟିକା କରାଇବାକୁ କହି ଯୁବତୀଙ୍କୁ ହୋଟେଲ୍‌ ଡାକି ବଳାତ୍କାର: ଭିଡିଓ କରି ବ୍ଲାକମେଲିଂ, ଯାତ୍ରାପାର୍ଟି ମ୍ୟାନେଜର ଗିରଫ

ପଟ୍ଟାମୁଣ୍ଡାଇ, ୩୧ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଯାତ୍ରା ପାଟି ନାୟିକା କରାଇ ଦେବାକୁ ପ୍ରଲୋଭନ ଦେଖାଇ ତାଙ୍କଠାରୁ ଅର୍ଥ…

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ଘଟଣାରେ ବଙ୍ଗଳା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ; ୫ ଅଭିଯୁକ୍ତ ଗିରଫ

ସୋନାରପୁର,୩୧।୫: ତୃଣମୂଳ କଂଗ୍ରେସ (ଟିଏମସି)ର ଜାତୀୟ ସାଧାରଣ ସମ୍ପାଦକ ଏବଂ ଏମପି ଅଭିଷେକ ବାନାର୍ଜୀଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ପାଞ୍ଚ ଜଣଙ୍କୁ ଗିରଫ କରିଛି।…

କେନ୍ଦ୍ରାପଡ଼ା ସହରରେ ଫୁଟିଲା ଗୁଳି

କେନ୍ଦ୍ରାପଡା, ୩୧ା୫ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ସହରସ୍ଥ ରଣପଡା ନିକଟ ଟାଉନ ହାଇସ୍କୁଲ ପଡ଼ିଆ ପାଖରେ ଶନିବାର ସନ୍ଧ୍ୟାରେ ଗୁଳି ଫୁଟିଛି। ଏଥିରେ କାହାରି…

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

ଏଇ ଭାରତରେ

ନାଗପୁର ନିବାସୀ ଅଶୋକ ତେଭାନି ଅଦରକାରୀ ଓ୍ବେଡିଂ କାର୍ଡରୁ ଘରଚଟିଆଙ୍କ ପାଇଁ ବସା ତିଆରି କରୁଛନ୍ତି। ତାଙ୍କୁ ବୟସ ଏବେ ୭୪। ସେ ବ୍ୟାଙ୍କ ଚାକିରିରୁ ଅବସର…

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri