Posted inଜାତୀୟ

ଭାଜପାକୁ କେଜରିଓ୍ବାଲଙ୍କ ଖୋଲା ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୪।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି(ଏଏପି) ଓ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ କଡା ଟକ୍କର ହେବ ବୋଲି କୁହାଯାଉଛି। ମଙ୍ଗଳବାର ଏଏପି ତା’ର ଘୋଷଣା ପତ୍ର ଜାରି କରିବା ପରେ ଭାଜପାକୁ ଖୋଲା ଚ୍ୟାଲେଞ୍ଜ ଦେଇଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କହିଛନ୍ତି ଭାଜପା ଆସନ୍ତା କାଲି ମଧ୍ୟାହ୍ନ ସୁଦ୍ଧା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କ ନାମ ଘୋଷଣା କରୁ ମୁଁ ତାଙ୍କ ସହ ବିତର୍କ କରିବାକୁ ପ୍ରସ୍ତୁତ ଅଛି। ଘୋଷଣା ପତ୍ର ଜାରି କରିବା ପରେ ଖବରଦାତାଙ୍କ ସହ କଥା ହେବା ସମୟରେ ସେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କୁ ଟାର୍ଗେଟ କରିଥିଲେ। କେଜରିଓ୍ବାଲ କହିଥିଲେ, ମୁଁ ସବୁ ଦଳ ସହ ବିତର୍କରେ ଭାଗ ନେବାକୁ ପ୍ରସ୍ତୁତ ଅଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହୁଛନ୍ତି ଭାଜପାକୁ ଭୋଟ ଦିଅନ୍ତୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ମୁଁ ସ୍ଥିର କରିବି। ହେଲେ କିଏ ସେହି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ବୋଲି କେଜରିଓ୍ବାଲ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

ପୁଣି ବୃଦ୍ଧି ପାଇଲା CNG ମୂଲ୍ୟ, କିଲୋ ପିଛା ବଢିଲା…

ନୂଆଦିଲ୍ଲୀ,୩୦।୫: ମୁମ୍ବାଇ ଏବଂ ଆଖପାଖ ଅଞ୍ଚଳର CNG ଗ୍ରାହକମାନଙ୍କୁ ଏବେ ଅଧିକ ଦେୟ ଦେବାକୁ ପଡିବ। CNGର ଖୁଚୁରା ବିକ୍ରୟ ମୂଲ୍ୟ (RSP) ପ୍ରତି କିଲୋଗ୍ରାମ ୨…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

କର୍ନାଟକ କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚନ ଆଜି

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୩୦ା୫: କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦାରାମାୟାଙ୍କ ଇସ୍ତଫା ପରେ ନୂଆ ନେତା ନିର୍ବାଚନ ପାଇଁ ଶନିବାର କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ସିଦ୍ଦରାମାୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri