ପ୍ରମିଳାଙ୍କ ତାତ୍ସଲ୍ୟ: କହିଲେ ‘କିଏ କାହା ବନ୍ଧୁବାନ୍ଧବଙ୍କୁ ନେଇ ଯିବା ବେଳେ କ’ଣ ଭାଜପାକୁ ପଚାରିବେ’

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କ ସହ ମହିଳା ଯିବା ପ୍ରସଙ୍ଗରେ କ୍ଲିନ୍‌ଚିଟ୍‌ ମିଳିବାକୁ ନେଇ ଭାଜପା ସରକାରଙ୍କୁ କଟାକ୍ଷ କରିବାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। କିଏ କାହା ବନ୍ଧୁବାନ୍ଧବଙ୍କୁ ନେଇ ଯାଇପାରିବେନି? କ’ଣ ଭାଜପାକୁ ପଚାରି ନେଇକି ଯିବେ ବୋଲି ସେ ତାଚ୍ଛଲ୍ୟ କରି କହିଛନ୍ତି। ଏପରିକି ସରକାରୀ ଅର୍ଥରେ ମନ୍ତ୍ରୀଙ୍କ ବ୍ୟତିତ ଅନ୍ୟକେହି ଯାଇ ନ ଥିବା ଗୁରୁବାର ସରକାର ସ୍ପଷ୍ଟ କରିଦେଇଛନ୍ତି। ଭାଜପା ଏହାକୁ ଅଯଥା ପ୍ରସଙ୍ଗ କରୁଛି ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ଏକ ଖବରଦାତା ସମ୍ମିଳନୀରେ ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ କହିଥିଲେ, ପ୍ରମାଣ ସତ୍ତ୍ୱେ ମନ୍ତ୍ରୀଙ୍କୁ ସରକାର କ୍ଲିନ୍‌ଚିଟ୍‌ ଦେଇଦେଲେ। ଗୃହରେ ଏନେଇ ଆମକୁ ଚ୍ୟାଲେଞ୍ଜ କରିବାକୁ ସୁଯୋଗ ମଧ୍ୟ ଦିଆଗଲାନାହିଁ। ତେବେ ମନ୍ତ୍ରୀ ପଦରୁ ପାଣିଗ୍ରାହୀଙ୍କୁ ତୁରନ୍ତ ବହିଷ୍କାର କରାଯାଉ ବୋଲି ସେ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri