Posted inଜାତୀୟ

ଭାଜପାର ନୂଆ ରଣନୀତି: ଫଡ଼ନବିସ ମୁଖ୍ୟମନ୍ତ୍ରୀ; ଅଜିତ୍‌ ପାଓ୍ବାର ଉପମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଜାରି ରହିଥିବା କଳ୍ପନାଜଳ୍ପନାର ଶେଷରେ ଅନ୍ତ ଘଟିଛି। ଶନିବାର ପୂର୍ବାହ୍ନ ୮ଟା ୧୫ରେ ମୁଖ୍ୟମନ୍ତ୍ରୀ ଭାବେ ଦେବେନ୍ଦ୍ର ଫଡ଼ନବିସ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହିତ ଏନ୍‌ସିପିର ଅଜିତ୍‌ ପାଓ୍ବାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଭାଜପା-ଏନ୍‌ସିପି ମେଣ୍ଟ ରାଜ୍ୟରେ ଶାସନ ଡୋର ଧରିଛି। ମହାରାଷ୍ଟ୍ରରେ ହୋଇଥିବା କ୍ଷମତା ଦଖଲ ଡ୍ରାମାକୁ ନେଇ ଏବେ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ…

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ…

ଯୁଦ୍ଧ ମଧ୍ୟରେ ଆମେରିକାରେ ବଡ଼ ଆକ୍ସନ: ସେନାମୁଖ୍ୟ ବିଦା

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ ହୋଇଛି। ପ୍ରତିରକ୍ଷା ସଚିବ ପିଟ ହେଗସେଥ ଆମେରିକୀୟ ସେନାର ମୁଖ୍ୟ ଜେନେରାଲ ରେଣ୍ଡି…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ  ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ…

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri