Posted inଜାତୀୟ

ଭାଜପାରେ ଝାଡ଼ଖଣ୍ଡ ବିକାଶ ମୋର୍ଚ୍ଚାର ହୋଇପାରେ ବିଲୟ: ନଡ୍ଡାଙ୍କୁ ଭେଟିଲେ ମରାଣ୍ଡି

ନୂଆଦିଲ୍ଲୀ,୯।୨: ଭାଜପାରେ ଝାଡ଼ଖଣ୍ଡ ବିକାଶ ମୋର୍ଚ୍ଚାର ବିଲୟ ହେବା ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜାରି ରହିଛି। ଏନେଇ ବାବୁଲାଲ ମରାଣ୍ଡି ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ରବିବାର ଭେଟିଛନ୍ତି। ଫେବୃୟାରୀ ୧୭ରେ ଦୁଇ ଦଳର ମିଶ୍ରଣ ହେବାର ସମ୍ଭାବନା ରହିଥିବା କୁହାଯାଉଛି। ଝାଡ଼ଖଣ୍ଡ ଭାଜପା ପ୍ରଭାରୀ ଓମ୍‌ ପ୍ରକାଶ ମାଥୁର ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ। ବିଧାନସଭା ନିର୍ବାଚନରେ ଝାଡ଼ଖଣ୍ଡରେ ଭାଜପାର ପରାଜୟ ପରେ ବାବୁଲାଲ୍‌ ଭାଜପା ହାଇ କମାଣ୍ଡଙ୍କ ଯୋଗାଯୋଗରେ ଥିଲେ। ଦୁଇଦଳର ମିଶ୍ରଣ ପରେ ଭାଜପାରେ ବାବୁଲାଲ୍‌ଙ୍କୁ କିଛି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିପାରେ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Bankipur Bypoll Result 2026: ବାଙ୍କିପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଫଳାଫଳ ପୂର୍ବରୁ ‘ଲଡୁ’ ତିଆରି କଲେଣି ଭାଜପା କର୍ମୀ

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନ ପାଇଁ ଗୁରୁବାର (୩୦ ଜୁଲାଇ, ୨୦୨୬) ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆଜି (ସୋମବାର) ଘୋଷଣା କରାଯିବ। ଏହି ଆସନ ପାଇଁ…

ପଛକୁ ହଟିଲେ ଟ୍ରମ୍ପ: ସାରା ବିଶ୍ୱରେ ଯୋର ଧରିଲାଣି ଚର୍ଚ୍ଚା, ପୁଣି ଇରାନ ସହ ହେବ ଶାନ୍ତି ବାର୍ତ୍ତା

ତେହରାନ/ଓ୍ବାଶିଂଟନ,୩।୮: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ସମ୍ଭାବନା ହ୍ରାସ ପାଉଛି। ଉଭୟ ରାଷ୍ଟ୍ର ପୁଣି ଏକ ଚୁକ୍ତିନାମା ଆଡକୁ ଅଗ୍ରସର ହେଉଛନ୍ତି, କିନ୍ତୁ ଏହା ମଧ୍ୟରେ,…

ଆଜି ଆସୁଛନ୍ତି ରାଷ୍ଟ୍ରପତି, ଟ୍ରେନ୍‌ରେ ଯାତ୍ରା କରି…

ଭୁବନେଶ୍ୱର,୩ା୮(ତ୍ରିନାଥ ମହାନ୍ତି): ସୋମବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚତ୍ ଲୋକଭବନରେ କିଛି ସମୟ ବିତାଇବେ। ଏହାପରେ…

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ଚିପ୍ସ ପ୍ୟାକେଟ୍‌ରେ ଥିବା ଖେଳନା ବଲ୍‌ ଗିଳି ଦେଲେ ଶିଶୁ, ଆଉ ତା’ପରେ…

ବେଙ୍ଗାଲୁରୁ,୨ା୮: କର୍ନାଟକର ମହୀଶୂର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷର ଜଣେ ବାଳକ କୁର୍‌କୁରେ ପ୍ୟାକେଟ୍‌ରେ ଥିବା ଛୋଟ ଖେଳନା ବଲ୍‌କୁ ଗିଳିଦେବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri