ଭାଜପାରେ ଯୋଗ ଦେବାପରେ ଏମିତି କହିଲେ ଅନୁଭବ

ଭୁବନେଶ୍ୱର.୧।୪: କେନ୍ଦ୍ରାପଡ଼ା ଏମ୍‌ପି ଓଲିଉଡ ଅଭିନେତା ଅନୁଭବ ମହାନ୍ତି ସୋମବାର ଭାଜପାରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀ ସ୍ଥିତ ଭାଜପା ମୁଖ୍ୟାଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ୨ ଦିନ ତଳେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ।
ଭାଜପାରେ ମିଶିବା ପରେ ଅନୁଭବ ମହାନ୍ତି କହିଛନ୍ତି, ରାଜ୍ୟ ସଭା ପରେ ମୁଁ କେନ୍ଦ୍ରାପଡା ଏମ୍‌ପି ଭାବେ ନିର୍ବାଚିତ ହୋଇଥିଲି। ଗତ ୫ ବର୍ଷରେ ରାଜନୀତି ଶିଖିବାର ସୁଯୋଗ ପାଇଲି। ଦେଶର ବିକାଶରେ ମୋଦିଜି ଆଣିଥିବା ସବୁ ବିଲ୍‌କୁ ସମର୍ଥନ ଦେଇଥିଲୁ। ସିନେ ଷ୍ଟାର ହୋଇ ମଧ୍ୟ ସଂସଦର ସବୁ ସେସନରେ ଯୋଗ ଦେବାକୁ ଚେଷ୍ଟା କରିଛି। ମୋ ପରିବାର, ସମର୍ଥକଙ୍କ ସମର୍ଥନରେ ଆଗକୁ ବଢିବି।
ପୂର୍ବରୁ ବିଜେଡିରୁ ଇସ୍ତଫା ଦେଇ ଅନୁଭବ କହିଥିଲେ, ୪ ବର୍ଷ ହେଲା ମୁଁ ଅଣନିଃଶ୍ୱାସୀ ହୋଇପଡ଼ିଥିଲି। ମୋ’ ବାପା ଓ ବଡ଼ ବାପାଙ୍କ ବିୟୋଗ ପରେ ମୁଁ ମୋର ନୀତି, ଆଦର୍ଶ, ଉଚ୍ଚାଭିଳାଷକୁ ନେଇ ଗଭୀର ଆତ୍ମସମୀକ୍ଷା କରିଥିଲି। ଏହା ପରେ ନିଷ୍ପତ୍ତି ନେଇଥିଲି ଯେ ରାଜନୀତି କେବେ ଛାଡ଼ିବି ନାହିଁ।
ଓଲିଉଡ ଅଭିନେତା ଅନୁଭବ ପ୍ରଥମେ ବିଜେଡିରୁ ରାଜ୍ୟ ସଭାକୁ ଯାଇଥିଲେ। ୨୦୧୯ରେ ସେ କେନ୍ଦ୍ରାପଡା ଏମ୍‌ପ ଭାବେ ନିର୍ବାଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ମୀପୁର ଗାଁରେ ପହଞ୍ଚିଲେ ସାଂସଦ, ବିଧାୟକ; ବର୍ଷା ସତ୍ତ୍ୱେ ଆନନ୍ଦ ବଜାରରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ, ୨୨।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଲକ୍ଷ୍ମୀପୁର ଗ୍ରାମଠାରେ ଆସନ୍ତା ୧୯ରୁ ଆରମ୍ଭ…

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

ଲଭ୍, ସେକ୍ସ ଓ ଧୋକା: ବନ୍ଧା ହେଲେ ଡାକ୍ତର

ଭୁବନେଶ୍ୱର, ୨୨।୬: ପ୍ରେମ ସମ୍ପର୍କର ଆଳରେ ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ପ୍ରାୟ ୩୦ ଲକ୍ଷ ଟଙ୍କା ମୂଲ୍ୟର ସୁନା ଗହଣା ଠକି…

ନାବାଳିକାକୁ ଜଙ୍ଗଲକୁ ନେଇ କରିଥିଲେ ବଳାତ୍କାର, ଏବେ କୋର୍ଟ ଶୁଣାଇଲେ ସଜା, ଅଭିଯୁକ୍ତଙ୍କୁ…

କଟକ,୨୨।୬(ପ୍ରଭୁ କଲ୍ୟାଣ ପାଲ୍‌): ନୃଶଂସତାର ସୀମା ପାର୍‌ । ଗାଁ ଟିୱେଲ ମୂଳରୁ ଟେକି ନେଇ ଜଙ୍ଗଲରେ ବଳାତ୍କାର। ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଜା ଶୁଣାଇଲେ…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri