ଭାତ ବଳିଯାଇଥିଲେ ସେଥିରୁ ତିଆରି କରନ୍ତୁ ଏହି ସ୍ବାଦିଷ୍ଟ ଖାଦ୍ୟ

ଦୈନନ୍ଦିନ ଜୀବନରେ ସନ୍ଧ୍ୟା ସମୟରେ କିଛି ଜଳଖିଆ ଖାଇବାକୁ ସବୁ ପସନ୍ଦ କରିଥାନ୍ତି। ପ୍ରତିଦିନ ମହିଳା ମାନେ ରୋଷେଇ କରିବା ପରେ ବେଳେ ବେଳେ ଅଳ୍ପ ଭାତ ବଳିଯାଏ। ସେହି ଭାତକୁ ନ ଫୋପାଡି କାମରେ ଲଗାନ୍ତୁ। ଆସନ୍ତୁ ଦେଖିବା ବଳକା ରହିଯାଇଥିବା ଭାତରୁ କିପରି ପ୍ରସ୍ତୁତ କରିବା ରାଇସ କଟଲେଟ ।
ଆବଶକୀୟ ସାମଗ୍ରୀ: ଭାତ : ୨୦୦ଗ୍ରାମ, ସିଝା ହୋଇଥିବା ଆଳୁ ୧୦୦ଗ୍ରାମ, ଅଦା- ୧୦ଗ୍ରାମ, ଦୁଇଟି କଞ୍ଚା ଲଙ୍କା, ଧନିଆ-୧୦ଗ୍ରାମ, ସ୍ବାଦ ଅନୁସାରେ ଲୁଣ, ୨ଗ୍ରାମ ଗରମ ମସଲା, କିସମିସ-୧୫ଗ୍ରାମ, ଆରାରୁଟ ପାଉଡର-୨ ଚାମଚ
ପ୍ରସ୍ତୁତି ପ୍ରଣାଳୀ : ଦୁଇଟି ଆଳୁ ସିଝାଇବେ। ସେଥିରେ ଅଦା, ଲଙ୍କା ଓ ଧନିଆ ପତ୍ରକୁ ଛୋଟ ଛୋଟ କରି କାଟି ଦିଅନ୍ତୁ। ଗ୍ୟାସରେ ଏକ କଢ଼େଇ ବସାଇ ସେଥିରେ ଗୋଟିଏ ଚାମଚ ତେଲ ଗରମ କରନ୍ତୁ । ତେଲ ଗରମ ହେବା ପରେ କଟା ହୋଇଥିବା ଅଦା, ସିଝା ଆଳୁକୁ ପକାଇ ଭଲ ଭାବେ ଭାଜି ନିଅନ୍ତୁ। ଏହା ଭଲଭାବେ ଭାଜି ହେବା ପରେ ଗ୍ୟାସ ବନ୍ଦ କରି ଏକ ପାତ୍ରରେ ବାହାର କରିନିଅନ୍ତୁ। ଏହାପରେ ରଖା ହୋଇଥିବା ଭାତରେ ଆରାରୁଟ ପାଉଡ଼ର, ଲଙ୍କା, ଧନିଆ ପତ୍ର, ଲୁଣ, ଗରମ ମସଲା ଓ କିସମିସ ଓ ଆଳୁ ମିଶ୍ରଣକୁ ପକାଇ ଭଲ ଭାବେ ଗୋଳାନ୍ତୁ। ଏହା ପରେ ଏକ କଢ଼େଇରେ ତେଲ ଗରମ କରି ସେଥିରେ ମିଶ୍ରଣକୁ କଟଲେଟ ଆକାରର କରି ଛାଣନ୍ତୁ । ପ୍ରସ୍ତୁତ ହୋଇଗଲା ଆପଣଙ୍କର ରାଇସ କଟଲେଟ। ଏହାକୁ ଆପଣ ଏକ ପାତ୍ରରେ ବାହାର କରି ଗାରନିସ କରି ଚିଲ୍ଲୀ ସସ୍‌ କିମ୍ବା ଟମାଟୋ ସସ୍‌ ସହ ଖାଇ ପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri