Posted inଖେଳ

ଭାରତ ଆଗରେ ୧୩୩ ରନ୍‌ର ବିଜୟ ଲକ୍ଷ୍ୟ

ଅକ୍‌ଲାଣ୍ଡ,୨୬।୧- ଏଠାରେ ଚାଲିଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଦଳ ଭାରତ ଆଗରେ ୧୩୩ ରନ୍‌ର ବିଜୟ ଲକ୍ଷ୍ୟ ରଖିଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଘରୋଇ ଦଳକୁ ଦୁଇ ଓପନର ମାର୍ଟିନ ଗୁପଟିଲ(୩୩) ଓ କଲିନ ମୁନ୍‌ରୋ(୨୬) ଭଲ ଆରମ୍ଭ ଦେଇଥିଲେ। କିନ୍ତୁ ଦୁଇ ବ୍ୟାଟ୍ସମ୍ୟାନ ଆଉଟ୍‌ ହେବା ପରେ ଅନ୍ୟ କୌଣସି ଖେଳାଳି ଭାରତୀୟ ବୋଲରଙ୍କ ଉପଯୁକ୍ତ ସମ୍ମୁଖୀନ ହୋଇପାରି ନ ଥିଲେ। ଦଳ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୧୩୨ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଦଳ ପାଇଁ ଟିମ୍‌ ସେଫର୍ଟ ୩୩ ଓ ରସ ଟେଲର ୧୮ ରନ୍‌ କରିଥିଲେ। ଭାରତୀୟ ବୋଲରଙ୍କ ମଧ୍ୟରେ ରବୀନ୍ଦ୍ର ଜାଡେଜା ୨ ଉଇକେଟ ନେଇଥିବାବେଳେ ଶାର୍ଦ୍ଦୁଳ ଠାକୁର, ୟୁଜବେନ୍ଦ୍ର ଚହଲ ଓ ଶିବମ ଦୁବେ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କିରଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri