Posted inଖେଳ

ଭାରତ ଆଗରେ ୨୭୪ ରନ୍‌ର ବିଜୟ ଲକ୍ଷ୍ୟ

ଅକ୍‌ଲାଣ୍ଡ,୮।୨- ପ୍ରଥମ ଦିନିକିଆରେ ପରାସ୍ତ ହୋଇଥିବା ଭାରତୀୟ ଦଳକୁ ସିରିଜ୍‌ରେ ପ୍ରତ୍ୟାବର୍ତ୍ତନ କରିବା ପାଇଁ ୨୭୪ ରନ୍‌ ଦରକାର। ଘରୋଇ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନିକିଆରେ ପ୍ରଥମେ ବ୍ୟାଟିଂ କରି ଧାର୍ଯ୍ୟ ୫୦ ଓଭରରେ ୮ ଉଇକେଟ ହରାଇ ୨୭୩ ରନ୍‌ କରିଛି। ଦଳ ଏକଦା ୩୫୦ ସ୍କୋର ପାର କରିବ ଭଳି ଲାଗୁଥିଲା। କିନ୍ତୁ କ୍ରମାଗତ ବ୍ୟବଧାନରେ ୬ ଉଇକେଟ ହରାଇବାରୁ ବଡ଼ ସ୍କୋର ଛିଡ଼ା କରିପାରି ନ ଥିଲା। ଶେଷ ଆଡ଼କୁ ଅଭିଜ୍ଞ ବ୍ୟାଟ୍ସମ୍ୟାନ ରସ ଟେଲର (୭୩) ଓ କାଇଲ ଜାମିସନ (୨୫)ଙ୍କ ଯୋଗୁ ନ୍ୟୁଜିଲାଣ୍ଡ ୨୭୩ ରନ୍‌ର ସମ୍ମାନଜନକ ସ୍କୋର ଛିଡ଼ା କରିପାରିଛି। ଦଳ ପାଇଁ ମାର୍ଟିନ ଗୁପଟିଲ ୭୯ ଓ ହେନ୍‌ରୀ ନିକୋଲାସ ୪୧ ରନ୍‌ କରିଥିଲେ। ଭାରତୀୟ ବୋଲରଙ୍କ ମଧ୍ୟରେ ୟୁଜବେନ୍ଦ୍ର ଚହଲ ୩, ଶାର୍ଦ୍ଦୁଳ ଠାକୁର ୨ ଓ ରବୀନ୍ଦ୍ର ଜାଡେଜା ୧ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri