ଭାରତ ଏବେ ବି ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି

ଓ୍ବାଶିଂଟନ,୧୪-୧୦: ଭାରତ ବିଶ୍ୱ ମାନ୍ଦାବସ୍ଥା ଦ୍ୱାରା ଗଭୀର ଭାବେ ପ୍ରଭାବିତ ହୋଇ ଥିଲେ ମଧ୍ୟ ଏବେ ବି ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ହୋଇ ରହିଛି। ୨୦୧୯ ଲାଗି ଭାରତର ଅଭିବୃଦ୍ଧି ପୂର୍ବାନୁମାନକୁ ୬%କୁ ହ୍ରାସ କରାଯାଇଥିଲେ ମଧ୍ୟ ଭାରତ ନିକଟରେ ଅଭିବୃଦ୍ଧିର ବିପୁଳ ସମ୍ଭାବନା ଏବେ ବି ରହିଛି ବୋଲି ବିଶ୍ୱ ବ୍ୟାଙ୍କ ଦକ୍ଷିଣ ଏସିଆ ଅର୍ଥନୀତିଜ୍ଞ ହଂସ ତିମର ରବିବାର କହିଛନ୍ତି। ୨୦୨୧ ଏବଂ ୨୦୨୨ରେ ଭାରତର ଅଭିବୃଦ୍ଧି ଉନ୍ନତ ସ୍ଥିତିକୁ ଫେରିବ। ବିଶ୍ୱ ମାନ୍ଦାବସ୍ଥା ଦ୍ୱାରା ଭାରତର ଅର୍ଥ ବ୍ୟବସ୍ଥା କ୍ଷତିଗ୍ରସ୍ତ ହେବା ସହ ନିବେଶ ଚାହିଦା କମିଯାଇଛି। ୨୦୧୬ରେ ଅଭିବୃଦ୍ଧି ହାର ୮.୨% ରହିଥିବା ବେଳେ ଏହା ୨ ବର୍ଷରେ ବର୍ତ୍ତମାନ ୨.୨% କମିଥିବା ତିମର ମତ ରଖିଛନ୍ତି। ବର୍ତ୍ତମାନର ହ୍ରାସ ଏତେ ବଡ ନୁହେଁ। ୨୦୦୯ ଏବଂ ୨୦୧୨ର ମାନ୍ଦାବସ୍ଥା ସହ ତୁଳନା କଲେ ବର୍ତ୍ତମାନର ସ୍ଥିତି ଅତ୍ୟନ୍ତ ଜଟିଳ ରହିଥିବା ସେ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର ତହସିଲ ଦୁଇ ଭାଗ: ନିଯୁକ୍ତି ହେବେ ଅନେକ ଅମିନ-ଆରଆଇ କହିଲେ…

ସମ୍ବଲପୁର, ୨।୨(ପ୍ରମୋଦ ବହିଦାର): ସମ୍ବଲପୁରର ରାଜସ୍ବ ବିଭାଗ ଓ ବିକାଶମୂଳକ କାର୍ଯ୍ୟକୁ ନେଇ ସୋମବାର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସମେତ ୧୫ ଅଭିଯୁକ୍ତ କୋର୍ଟରେ ହାଜର

ବ୍ରହ୍ମପୁର,୨।୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡାଙ୍କ ସମେତ ୧୫ ଅଭିଯୁକ୍ତ ସୋମବାର ଜିଲା ଦୌରାଜଜ୍‌…

୧୬ତମ ଅର୍ଥ କମିଶନ: କର୍ଣ୍ଣାଟକକୁ ବଡ଼ ଫାଇଦା, ଓଡ଼ିଶା ସହିଲା କ୍ଷତି; ଜାଣନ୍ତୁ ସମ୍ପୂର୍ଣ୍ଣ ରିପୋର୍ଟ

ନୂଆଦିଲ୍ଲୀ,୨।୨: ୧୬ତମ ଅର୍ଥ କମିଶନଙ୍କ ନୂତନ ସୂତ୍ର ଅନୁସାରେ କେନ୍ଦ୍ରୀୟ ଟିକସ ପାଣ୍ଠିରୁ ରାଜ୍ୟମାନଙ୍କୁ ଟଙ୍କା ମିଳିବ। ଏହି ନୂଆ ବ୍ୟବସ୍ଥାରେ କର୍ଣ୍ଣାଟକ ସବୁଠାରୁ ଅଧିକ ଲାଭବାନ…

ଭାରତ ବିପକ୍ଷରେ ଖେଳିବନି ପାକିସ୍ତାନ, ପ୍ରତି ୧୦ ସେକେଣ୍ଡରେ ହେବ ଏତେ କ୍ଷତି , ଜାଣିଲେ…

ନୂଆଦିଲ୍ଲୀ,୨।୨: ପାକିସ୍ତାନ କ୍ରିକେଟ ବୋର୍ଡ ଏବଂ ଏହାର ସରକାର ଟି-୨୦ ବିଶ୍ୱକପରେ ସେମାନଙ୍କର କ୍ରିକେଟ ଦଳ ଖେଳିବାକୁ ନିଷ୍ପତ୍ତି ନେଇଛନ୍ତି, କିନ୍ତୁ ଫେବୃଆରୀ ୧୫ ତାରିଖରେ ଭାରତ…

ଗୁମର ଖୋଲିଲେ ଶାହିଦ ଆଫ୍ରିଦି: କହୁ କହୁ କହିଦେଲେ ପାକିସ୍ତାନ ନ ଖେଳିବା…

ଇସଲାମାବାଦ୍‌,୨।୨: ୨୦୨୬ ଟି୨୦ ବିଶ୍ୱକପରେ ଭାରତ ବିପକ୍ଷରେ ନ ଖେଳିବା ପାଇଁ ପାକିସ୍ତାନର ନିଷ୍ପତ୍ତି ଉପରେ ଅନେକ ପ୍ରମୁଖ ବ୍ୟକ୍ତି ପ୍ରତିକ୍ରିୟା ଦେଉଛନ୍ତି। ପୂର୍ବତନ ପାକିସ୍ତାନୀ ଅଲରାଉଣ୍ଡର…

ଲକ୍ଷେ ଯାଏ ଖସିଯିବ ସୁନା! ଏକ୍ସପର୍ଟ କଲେ ବଡ଼ ଖୁଲାସା…

ନୂଆଦିଲ୍ଲୀ,୨।୨: ବିଶ୍ୱ ଅସ୍ଥିରତା ଯୋଗୁଁ ଗତ ବର୍ଷ ଧରି ସୁନା ଏବଂ ରୂପା ମୂଲ୍ୟରେ ଲଗାତାର ରେକର୍ଡ ଉଚ୍ଚତା ସତ୍ତ୍ୱେ ଗତ ତିନିରୁ ଚାରି ଦିନ ମଧ୍ୟରେ…

ଫେବୃଆରୀ ୨ରେ ନୁହଁ, ଏହି ତାରିଖରେ ସାତଫେରା ନେବେ ରଶ୍ମିକା-ବିଜୟ

ମୁମ୍ବାଇ,୨।୨: ଗ୍ଲାମର ଦୁନିଆର ଫେମସ କପଲ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ସେମାନଙ୍କ ବିବାହ ଖବରକୁ ନେଇ ବେଶ ଚର୍ଚ୍ଚାରେ ରହିଛନ୍ତି । ନୂଆ ନୂଆ…

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ବଡ଼ ଭବିଷ୍ୟବାଣୀ କଲେ ରିକି ପଣ୍ଟିଂ: ଅଷ୍ଟ୍ରେଲିଆ ନୁହେଁ, ଏହି ଦଳ ହେବ ଚାମ୍ପିୟନ୍‌

ସିଡନୀ,୨।୨:ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ଏବଂ କିମ୍ବଦନ୍ତୀ କ୍ରିକେଟ ବିଶେଷଜ୍ଞ ରିକି ପଣ୍ଟିଂ ICC ପୁରୁଷ T20 ବିଶ୍ୱକପ 2026 ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ପଣ୍ଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri