Posted inଖେଳ

ଭାରତ, ଓ୍ବେଷ୍ଟଇଣ୍ଡିଜ୍‌କୁ ଜରିମାନା

ଦୁବାଇ,୪ା୮: ତ୍ରିନିଦାଦର ତାରୋବାଠାରେ ଅନୁଷ୍ଠିତ ପ୍ରଥମ ଟି୨୦ରେ ସ୍ଲୋ ଓଭର-ରେଟ୍‌ ପାଇଁ ଉଭୟ ଭାରତ ଓ ଓ୍ବେଷ୍ଟଇଣ୍ଡିଜ୍‌କୁ ଜରିମାନା କରାଯାଇଛି। ଗୁରୁବାର ରାତିରେ ଧାର୍ଯ୍ୟ ସମୟ ମଧ୍ୟରେ ଗୋଟିଏ ଓଭର ପଛୁଆ ରହିଥିବାରୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଭାରତକୁ ମ୍ୟାଚ ଫି’ର ୫ ପ୍ରତିଶତ ଜରିମାନା କରିଛି। ଅନ୍ୟପକ୍ଷରେ ୨ ଓଭର ପଛୁଆ ପାଇଁ ଓ୍ବେଷ୍ଟଇଣ୍ଡିଜକୁ ମ୍ୟାଚ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ନୂଆ ଧମକ ଦେଲା ଇରାନ, ଆମେରିକୀୟ ଜାହାଜକୁ ବୁଡ଼ାଇ….

ତେହରାନ୍‌,୧୬।୪: ଇସଲାମାବାଦରେ ଇରାନ ସହିତ ଆଲୋଚନା ବିଫଳ ହେବା ପରେ, ଆମେରିକା ଆରବ ଏବଂ ଓମାନ ଉପସାଗର ଅଞ୍ଚଳରେ ଥିବା ଇରାନ ବନ୍ଦରଗୁଡ଼ିକରେ ପ୍ରବେଶ କରୁଥିବା କିମ୍ବା…

CSKକୁ ବଡ଼ ଝଟ୍‌କା: IPL 2026ରୁ ବାଦ୍‌ ପଡ଼ିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଆଉ ଜଣେ ଖେଳାଳି IPL 2026ରୁ ବାଦ ପଡ଼ିଛନ୍ତି। ଷ୍ଟାର ଫାଷ୍ଟ ବୋଲର ଖଲିଲ ଅହମ୍ମଦଙ୍କୁ ଆଘାତ ଯୋଗୁ ଚଳିତ ସିଜିନରୁ…

୨ ଦିନ ହେବ ଛାତ୍ରାବାସ ଆସିଥିଲେ ପ୍ରଶାନ୍ତ: ଆଜି ମିଳିଲା ମୃତଦେହ, ଖେଳିଗଲା ଚାଞ୍ଚଲ୍ୟ

ନବରଙ୍ଗପୁର,୧୬।୪(ସଦାଶିବ ପ୍ରହରାଜ): ଛାତ୍ରାବାସରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ଶବ ଉଦ୍ଧାର କରାଯାଇଛି। ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ଥିବାବେଳେ ଏହାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ…

ଗାଁ ଗାଁରେ ବଢୁଛି କୋଚିଙ୍ଗ ସେଣ୍ଟର: ସରକାରୀ ନିୟମକୁ ଫୁ’

କୃଷ୍ଣପ୍ରସାଦ,୧୬।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଶିକ୍ଷାର ବିକାଶ ପାଇଁ ସରକାର ତତ୍ପର ହୋଇ ଉଠିଛନ୍ତି। ଆଧୁନିକ ଶିକ୍ଷାର ଉନ୍ନତୀକରଣ ପାଇଁ ସର୍ବଭାରତୀୟସ୍ତରରେ ଆରମ୍ଭ ହୋଇଛି ଉଦ୍ୟମ। ଏଥିପାଇଁ ଚଳିତବର୍ଷ…

IMFର ଚେତାବନୀ; ଯଦି ତୈଳ ମୂଲ୍ୟ ଅଧିକ ରୁହେ, ବିଶ୍ୱ ଉପରେ ପଡ଼ିବ ଏହି ସଙ୍କଟ

ନୂଆଦିଲ୍ଲୀ,୧୬।୪: ଇଣ୍ଟରନ୍ୟାସନାଲ ମୋନିଟାରୀ ଫଣ୍ଡ(IMF) ମୁଖ୍ୟ କ୍ରିଷ୍ଟାଲିନା ଜର୍ଜିଭା ବିଶ୍ୱ ଅର୍ଥନୀତି ସମ୍ପର୍କରେ ଚିନ୍ତା ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ଯଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ…

ଏଆରଏସଏସ ରାସ୍ତା କାମରେ ଠକେଇ: ଉଠିଯାଉଛି ପିଚୁ

କୃଷ୍ଣପ୍ରସାଦ,୧୬।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଗଞ୍ଜାମ ଜିଲା ସୀମାଠାରୁ କୃଷ୍ଣପ୍ରସାଦ ଗଡ଼ ଯାଏ ପକ୍କା ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ୨୩ କୋଟି…

ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ: ଶତାଧିକ ଲୋକ ହେଲେ ଏକାଠି

ଦାରିଙ୍ଗବାଡି, ୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଅଞ୍ଚଳରେ ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ ନେଲେ ଅଞ୍ଚଳବାସୀ। ଶତାଧିକ ମହିଳା ଓ…

ଅକ୍ଷୟ ତୃତୀୟାରେ ୨ ଲକ୍ଷ ଧରିବ ସୁନାଦର! ସୁନାପ୍ରେମୀଙ୍କୁ ଝଟ୍‌କା

ନୂଆଦିଲ୍ଲୀ,୧୬।୪: ଅକ୍ଷୟ ତୃତୀୟା ରବିବାର ପଡୁଛି। କିନ୍ତୁ, ଯଦି ଆପଣ ସୁନା କିଣିବାକୁ ଯୋଜନା କରୁଛନ୍ତି, ତେବେ ବଜାରରେ ସାମ୍ପ୍ରତିକ ମୂଲ୍ୟ ବୃଦ୍ଧି ଆପଣଙ୍କୁ ଚିନ୍ତାରେ ପକାଇପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri