Posted inଜାତୀୟ

ଭାରତ ଗସ୍ତ ବାତିଲ କରିପାରନ୍ତି ଜାପାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୩।୧୨: ନାଗରିକତ୍ୱ ସଂଶୋଧନ ବିଲ୍‌କୁ ନେଇ ଏବେ ଜଳୁଛି ଉତ୍ତର ଭାରତ। ଆଉ ଏହି ଖବର ଏବେ ବିଦେଶରେ ମଧ୍ୟ ପହଞ୍ଚି ସାରିଛି। ଏହାର ପ୍ରଭାବ ପଡିଛି ଜାପାନ ପ୍ରଧାନମନ୍ତ୍ରୀ ସିଂଜୋ ଆବେଙ୍କ ଭାରତ ଗସ୍ତ ଉପରେ। ଜାପାନ ଗଣମାଧ୍ୟମର ସୂଚନା ଅନୁଯାୟୀ, ଆସାମରେ ଲାଗି ରହିଥିବା ହିଂସା ପରିସ୍ଥିତିକୁ ଦେଖି ଜାପାନ ପ୍ରଧାନମନ୍ତ୍ରୀ ତାଙ୍କ ଭାରତ ଗସ୍ତ ବାତିଲ କରିପାରନ୍ତି। ରବିବାର ସେ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ ଥିବା ବେଳେ ଗୁରୁବାର ଭାରତୀୟ ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ରବିଶ କୁମାର କହିଥିଲେ ଭାରତ-ଜାପାନ ମଧ୍ୟରେ ହେବାକୁ ଥିବା ଶିଖର ବାର୍ତ୍ତାକୁ ନେଇ ଏବେ କିଛି କହିହେବନାହିଁ। ତେବେ ଜାପାନ ପ୍ରଧାନମନ୍ତ୍ରୀଙ୍କ ସହ କେଉଁଠି ବୈଠକ ହୋଇଥାଆନ୍ତା ତାହା ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇ ନ ଥିଲେ ମଧ୍ୟ ଏହା ଆସାମରେ ହେବାର ଥିଲା ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପାକିସ୍ତାନ ହିଁ ଏମିତି କରିପାରେ’; ଇସଲାମାବାଦରେ ଆମେରିକା-ଇରାନ ବାର୍ତ୍ତାକୁ ନେଇ…

ନୂଆଦିଲ୍ଲୀ,୧୨।୪: ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତାକୁ ନେଇ କଂଗ୍ରେସ ସାଂସଦ ଶଶି ଥରୁର ବଡ଼ ବୟାନ ଦେଇଛନ୍ତି। ପାକିସ୍ତାନ…

ଭବିଷ୍ୟତ ଗଠନ ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଲେ ଅଧ୍ୟକ୍ଷ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା…

ବୋଲେରୋ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ…

ଚାଇନାକୁ ଧମକ ଦେଲେ ଟ୍ରମ୍ପ, ଏମିତି କଲେ ଭୋଗିବ ପରିଣାମ: ସାରା ବିଶ୍ୱ ହଲଚଲ

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣାର କିଛି ଦିନ ପରେ ଉଭୟ ଦେଶର ପ୍ରତିନିଧି ଦଳ ପାକିସ୍ତାନରେ ମୁହାଁମୁହିଁ ଆଲୋଚନା କରିଥିଲେ।…

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶାନ୍ତିବାର୍ତ୍ତା ବିଫଳ ହେବା ପଛର କାରଣ କହିଲା ଇରାନ, ଆମେରିକା ଏଭଳି ଦାବି ରଖିଲା ଯାହା…

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ବିଫଳ ହୋଇଛି। ପ୍ରାୟ ୨୧ ଘଣ୍ଟାର ଦୀର୍ଘ ଆଲୋଚନା ପରେ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri