ନୂଆଦିଲ୍ଲୀ,୧୩।୧୨:ନାଗରିକତ୍ୱ ସଂଶୋଧନ ବିଲ୍କୁ ନେଇ ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକରେ ବିକ୍ଷୋଭ ଜାରି ରହିଥିବାବେଳେ ଏହାର ପ୍ରଭାବ ଭାରତର ବୈଦେଶିକ ସମ୍ପର୍କ କ୍ଷେତ୍ରରେ ମଧ୍ୟ ଦେଖିବାକୁ ମିଳିଛି। ବାଂଲାଦେଶର ଦୁଇଜଣ ବରିଷ୍ଠ ମନ୍ତ୍ରୀ ଭାରତ ଗସ୍ତ ବାତିଲ କରିଦେଇଛନ୍ତି। ବହିର୍ବ୍ୟାପାର ମନ୍ତ୍ରୀ ଏ.କେ. ଅବ୍ଦୁଲ ମୋମେନ୍ ଭାରତ ଗସ୍ତ ବାତିଲ କରିବା ପରେ ସ୍ବରାଷ୍ଟ୍ରମନ୍ତ୍ରୀ ଅସାଦୁଜ୍ଜାମନ୍ ଖାନ୍ ମଧ୍ୟ ଅନୁରୂପ ପଦକ୍ଷେପ ନେଇଛନ୍ତି। ଅସାଦୁଜ୍ଜାମନ୍ ଶୁକ୍ରବାର ଦୁଇଦିନିଆ ମେଘାଳୟ ଗସ୍ତରେ ଆସି ଏକ କାର୍ଯ୍ୟକ୍ରମରେ ଯୋଗଦେବାର ଥିଲା। ସେହିପରି ଅବ୍ଦୁଲ୍ ମୋମେନ୍ ଦିଲ୍ଲୀରେ ଆୟୋଜିତ ହେବାକୁ ଥିବା କେତେକ କାର୍ଯ୍ୟକ୍ରମରେ ଯୋଗଦେବାର ଥିଲା।
ଭେନେଜୁଏଲା ପରେ ଏବେ ଆଗାମୀ ନମ୍ବର ଇରାନ୍ର? ବଢ଼ିଲା ହଲଚଲ
ଓ୍ବାଶିଂଟନ,୩।୧: ଭେନେଜୁଏଲାର ରାଷ୍ଟ୍ରପତି ନିକୋଲାସ ମାଦୁରୋ ଏବଂ ତାଙ୍କ ପତ୍ନୀ ଆମେରିକୀୟ ସେନାର ହେପାଜତରେ ଅଛନ୍ତି। ଶୁକ୍ରବାର ଭେନେଜୁଏଲାରେ ଆକ୍ରମଣକୁ ନିଶ୍ଚିତ କରି ଏହି ସୂଚନା...
ଫୁଟବଲ ମ୍ୟାଚ୍ ବେଳେ ଦୁଇ ଦଳ ମଧ୍ୟରେ ମୁହାଁମୁହିଁ
ବ୍ରହ୍ମପୁର,୩।୧: ବ୍ରହ୍ମପୁର ସ୍ଥିତ ମହାତ୍ମା ଗାନ୍ଧୀ ଷ୍ଟାଡିୟମରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଫୁଟବଲ ମ୍ୟାଚ୍ ବେଳେ ଦୁଇ ଦଳ ମଧ୍ୟରେ ମୁହାଁମୁହିଁ...
ଘରୁ ଔଷଧ ଆଣିବାକୁ ବୁଲେଟ୍ରେ ବାହାରିଥିଲେ ୨ ଭାଇ, ବୁଲାଣିରେ କାର ସହ ମୁହାଁମୁହିଁ ଧକ୍କା ପରେ ହୁତୁହୁତୁ ହୋଇ..
ଜି.ଉଦୟଗିରି,୩।୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଓ ଟିକାବାଲି ଥାନା ଅନ୍ତର୍ଗତ ଡୁଙ୍ଗି ନିକଟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ବୁଲେଟ...
ତୈମୂର କ୍ଷେପଣାସ୍ତ୍ର ପରୀକ୍ଷାକଲା ପାକିସ୍ତାନ: ଜାଣନ୍ତୁ ଏହାର ଲକ୍ଷ୍ୟଭେଦ କ୍ଷମତା…
ଇସ୍ଲାମାବାଦ,୩ା୧: ପାକିସ୍ତାନ ବାୟୁସେନା ଶନିବାର ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ତୈମୂର କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା କରିଛି। ଏହି କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ୬୦୦ କିଲୋମିଟର ରହିଛି।...
୧୨୭ ବର୍ଷ ପରେ ଭାରତ ଫେରିଲା ପିପରହଓ୍ବା ବୁଦ୍ଧ ରତ୍ନ
ନୂଆଦିଲ୍ଲୀ,୩ା୧: ଭଗବାନ ବୁଦ୍ଧ ପ୍ରଦାନ କରିଥିବା ଜ୍ଞାନ ଓ ଦେଖାଇଯାଇଥିବା ମାର୍ଗ ସମସ୍ତ ମାନବଜାତିର ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି। ବୁଦ୍ଧଙ୍କ ପବିତ୍ର...
ଚାଳକଙ୍କୁ ଦୁର୍ବ୍ୟବହାର କରି ବସ୍ ଭଙ୍ଗାରୁଜା
ଦିଗପହଣ୍ଡି,୩।୧(ଅଶେଷ ନାଥ ମିଶ୍ର): ରାଜ୍ୟ ପରିବହନ ନିଗମର ଏକ ସରକାରୀ ଯାତ୍ରୀବାହୀ ବସ୍କୁ ଅଟକାଇ ଚାଳକଙ୍କୁ ଦୁର୍ବ୍ୟବହାର ସହ ଭଙ୍ଗାରୁଜା କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ...
ହୋଟେଲ ରୁମ୍ରେ ଚାଲିଥିଲା ଜୁଆଖେଳ: ଚଢ଼ାଉ କଲା ପୋଲିସ, ୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ; ୯ ଅଟକ…
ସମ୍ବଲପୁର,୩ା୧(ପ୍ରମୋଦ ବହିଦାର): ସମ୍ବଲପୁର ଭିଏସ୍ଏସ୍ ମାର୍ଗସ୍ଥିତ ହୋଟେଲ ଉପହାର ପ୍ୟାଲେସରେ ଜୁଆଖେଳ ଚାଲିଥିବା ବେଳେ ପୋଲିସ ଚଢାଉ କରି ୯ ଜଣଙ୍କୁ ଅଟକ ରଖିଛି। ସେମାନଙ୍କ...
ଦାରିଙ୍ଗବାଡ଼ିରେ ବଢୁଛି ଫେରିବାଲାଙ୍କ ଉପଦ୍ରବ: ଦିନରେ ବେପାର, ସନ୍ଧ୍ୟାରେ ଲୁଟ୍ ପାଇଁ ଯୋଜନା…
ଦାରିଙ୍ଗବାଡି,୩।୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ବୁଲୁଛନ୍ତି ମାଳ ମାଳ ବୁଲା ବିକାଳୀ। ସେମାନଙ୍କ ଗତିବିଧି ଉପରେ ପୋଲିସର ନଜର ପଡୁ ନ...
Archives


