ନୂଆଦିଲ୍ଲୀ,୧୩।୧୨:ନାଗରିକତ୍ୱ ସଂଶୋଧନ ବିଲ୍କୁ ନେଇ ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକରେ ବିକ୍ଷୋଭ ଜାରି ରହିଥିବାବେଳେ ଏହାର ପ୍ରଭାବ ଭାରତର ବୈଦେଶିକ ସମ୍ପର୍କ କ୍ଷେତ୍ରରେ ମଧ୍ୟ ଦେଖିବାକୁ ମିଳିଛି। ବାଂଲାଦେଶର ଦୁଇଜଣ ବରିଷ୍ଠ ମନ୍ତ୍ରୀ ଭାରତ ଗସ୍ତ ବାତିଲ କରିଦେଇଛନ୍ତି। ବହିର୍ବ୍ୟାପାର ମନ୍ତ୍ରୀ ଏ.କେ. ଅବ୍ଦୁଲ ମୋମେନ୍ ଭାରତ ଗସ୍ତ ବାତିଲ କରିବା ପରେ ସ୍ବରାଷ୍ଟ୍ରମନ୍ତ୍ରୀ ଅସାଦୁଜ୍ଜାମନ୍ ଖାନ୍ ମଧ୍ୟ ଅନୁରୂପ ପଦକ୍ଷେପ ନେଇଛନ୍ତି। ଅସାଦୁଜ୍ଜାମନ୍ ଶୁକ୍ରବାର ଦୁଇଦିନିଆ ମେଘାଳୟ ଗସ୍ତରେ ଆସି ଏକ କାର୍ଯ୍ୟକ୍ରମରେ ଯୋଗଦେବାର ଥିଲା। ସେହିପରି ଅବ୍ଦୁଲ୍ ମୋମେନ୍ ଦିଲ୍ଲୀରେ ଆୟୋଜିତ ହେବାକୁ ଥିବା କେତେକ କାର୍ଯ୍ୟକ୍ରମରେ ଯୋଗଦେବାର ଥିଲା।
ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ
ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…
ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…
ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…
ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍, କହିଲେ ମୋ ସହ…
ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…
ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…
ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…
ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !
ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…
ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!
ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…
ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…
ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…
ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…
ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…
Archives

