Posted inଖେଳ

ଭାରତ-ଦକ୍ଷିଣ ଆଫ୍ରିକାର ପ୍ରଥମ ମ୍ୟାଚ୍ ବାତିଲ

ଧର୍ମଶାଳା,୧୨୩- ସ୍ଥାନୀୟ ହିମାଚଳ ପ୍ରଦେଶ ଷ୍ଟାଡିୟମରେ ଗୁରୁବାର ଖେଳାଯିବାକୁ ଥିବା ଭାରତ ଓ ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍ ବାତିଲ ହୋଇଯାଇଛି। ଲଗାଣ ବର୍ଷା ଓ ଓଦା ଗ୍ରାଉଣ୍ଡ ଯୋଗୁ ଟସ୍ ସମ୍ଭବ ହୋଇପାରି ନ  ଥିଲା। ସିରିଜର ଦ୍ୱିତୀୟ ମ୍ୟାଚ୍ ଲକ୍ଷୌଠାରେ ଆସନ୍ତା ରବିବାର ଖଳାଯିବ। ତେବେ ଏହି ମ୍ୟାଚ୍ ଖାଲି ଷ୍ଟାଡିୟମରେ ଖେଳାଯାଇପାରେ। କରୋନା ଭାଇରସ ବ୍ୟାପିବାର ସମ୍ଭାବନା  ଥିବାରୁ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଅଧତ୍କ ସଂଖ୍ୟାରେ ଲୋକଙ୍କୁ ଏକାଠି ନ କରିବାକୁ ନିର୍ଦ୍ଦେଶନାମ ଜାରି ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ମୋବାଇଲ ନମ୍ବର ଭଳି ‘ପୋର୍ଟ’ ହୋଇପାରିବ ଫାସ୍‌ଟ୍ୟାଗ୍‌

ମୁମ୍ବାଇ,୧୨ା୯: ମୋବାଇଲ ଫୋନ୍‌ ଭଳି ଫାସ୍‌ଟାଗ୍‌ ମଧ୍ୟ ପୋର୍ଟ କରିହେବ। ଉପଭୋକ୍ତାମାନେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓ୍ବାନ୍‌ଟ୍ୟାଗ୍‌ ମାଧ୍ୟମରେ ସେମାନଙ୍କର ଫାସ୍‌ଟାଗ୍‌ ବ୍ୟାଙ୍କ କିମ୍ବା…

ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ‘ପ୍ଲାଟିନମ ଶୋ’

ଭୁବନେଶ୍ୱର, ୧୨ା୯(ସନ୍ତୋଷ କୁମାର ବେହେରା): ଅନ୍ୟତମ ପ୍ରତିଷ୍ଠିତ ଜୁଏଲେରି ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ ପକ୍ଷରୁ ସ୍ଥାନୀୟ ଶହୀଦନଗର ଷ୍ଟୋରରେ ‘ପ୍ଲାଟିନମ ଶୋ’ର ଶୁଭାରମ୍ଭ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?