Posted inଜାତୀୟ

ଭାରତ ନିର୍ମାଣ କରିବ ହଜାରେ ବରାକ୍‌-୮ କ୍ଷେପଣାସ୍ତ୍ର କିଟ୍‌ : ବାୟୁସେନାର ଶକ୍ତି ହେବ ବୃଦ୍ଧି

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ମେକ୍‌ ଇନ୍‌ ଇଣ୍ଡିଆ ଯୋଜନା ଅନ୍ତର୍ଗତ ଭାରତ ହଜାରେ ବରାକ୍‌-୮ କ୍ଷେପଣାସ୍ତ୍ର ନିର୍ମାଣ କରିବ। ଏନେଇ ଭାରତର ହାଇଦ୍ରାବାଦ୍‌ସ୍ଥିତ କଲ୍ୟାଣୀ ଗ୍ରୁପ୍‌ ସହିତ ଇସ୍ରାଏଲ୍‌ର ରାଫାଲ ଆଡଭାନ୍ସଡ୍‌ ଡିଫେନ୍ସ ସିଷ୍ଟମ୍‌ ସହିତ କ୍ଷେପଣାସ୍ତ୍ର କିଟ୍‌ ନିର୍ମାଣ ପାଇଁ ବୁଝାମଣା ହୋଇଛି। ଏଥିରେ ଶହେ ନିୟୁତ ଡଲାର ଖର୍ଚ୍ଚ ହେବ ବୋଲି କୁହାଯାଉଛି। ଏହାର ନିର୍ମାଣ ହାଇଦ୍ରାବାଦ୍‌ସ୍ଥିତ ପ୍ରତିରକ୍ଷା ଓ ଏରୋସ୍ପେସ୍‌ ହବ୍‌ରେ କରାଯିବ। ଏହା ଦ୍ୱାରା ବାୟୁସେନା ସହିତ ସ୍ଥଳସେନାର ଶକ୍ତି ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?