ଭାରତ-ପାକିସ୍ତାନ ମ୍ୟାଚ୍‌ ଭାରତ ଆର୍ମି ପାଇଁ ସ୍ବତନ୍ତ୍ର

ମାଞ୍ଚେଷ୍ଟର,୧୫।୬: ଭାରତୀୟ କ୍ରିକେଟ ଦଳକୁ ଦେଶ ଓ ବିଦେଶରେ ସମର୍ଥନ କରୁଥିବା ପ୍ରଶଂସକଙ୍କ ଗ୍ରୁପ ଭାରତ ଆର୍ମି ଟିମ୍‌ ଇଣ୍ଡିଆ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇଭୋଲଟେଜ ମ୍ୟାଚ୍‌ ପୂର୍ବରୁ ଏକ ମେସେଜ ଦେଇଛନ୍ତି। ଏହା କେବଳ ଏକ ମ୍ୟାଚ୍‌। ଗୋଟିଏ ଛାତ ତଳେ ଆମେ ଏକାଠି ହୋଇ ମ୍ୟାଚ୍‌ ଉପଭୋଗ କରିବା ବୋଲି ପାକିସ୍ତାନ ପ୍ରଶଂସକଙ୍କୁ ଭାରତ ଆର୍ମି ପକ୍ଷରୁ କୁହାଯାଇଛି। ଦ ଓଲ୍ଡ ଟ୍ରାଫର୍ଡ କ୍ରିକେଟ ଗ୍ରାଉଣ୍ଡର ଦର୍ଶକଙ୍କ ଦକ୍ଷତା ୨୬ ହଜାର। ଏପର୍ଯ୍ୟନ୍ତ ବିଭିନ୍ନ ଦେଶରୁ ବିଶ୍ୱକପ୍‌ ଲାଗି ଭାରତ ଆର୍ମିର ପ୍ରାୟ ୧୧ ହଜାର ସଦସ୍ୟ ଇଂଲଣ୍ଡ ଓ ଓ୍ବେଲ୍ସରେ ପହଞ୍ଚତ୍ ସାରିଛନ୍ତି। ପ୍ରତ୍ୟେକ ସଦସ୍ୟ ମାଞ୍ଚେଷ୍ଟର ଗ୍ରାଉଣ୍ଡକୁ ଯିବାକୁ ଲକ୍ଷ୍ୟ ରଖିଛନ୍ତି। ପାକିସ୍ତାନ ବିପକ୍ଷ ମୁକାବିଲା ଏହି ଗ୍ରୁପ ପାଇଁ ଏକ ସ୍ବତନ୍ତ୍ର ମ୍ୟାଚ୍‌। କାର୍ଗିଲ ଯୁଦ୍ଧ ପରେ ୧୯୯୯ ବିଶ୍ୱକପ୍‌ ଭାରତ-ପାକିସ୍ତାନ ମ୍ୟାଚ୍‌ ପରେ ସମାନ ଭେନ୍ୟୁରେ ଜୁନ ୮ ତାରିଖରେ ଭାରତ ଆର୍ମି ଗଠନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri