ଭାରତ-ଫ୍ରାନ୍ସ ମଧ୍ୟରେ ପ୍ରତିରକ୍ଷା ସମ୍ପର୍କ ହେଲା ମଜବୁତ

ପ୍ୟାରିସ,୧୦।୧୦: ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବେ ଫ୍ରାନ୍ସ ଗସ୍ତରେ ଅଛନ୍ତି। ବୁଧବାର ସେ ତାଙ୍କର ଫ୍ରାନ୍ସ ସମକକ୍ଷ ଫ୍ଲୋରେନ୍ସ ପାର୍ଲିଙ୍କ ସହ କଥା ହୋଇଛନ୍ତି। ଏହି ସମୟରେ ପାର୍ଲି ଦ୍ୱିପାକ୍ଷିତ ପ୍ରତିରକ୍ଷା ସମ୍ପର୍କରେ ଖୋଲାଖୋଲି କଥା ହୋଇଥିବା ସୂଚନା ମିଳିଛି। ଏହାସହ ଆତଙ୍କବାଦ ବିରୋଧରେ ଲଢିବାକୁ ସେ ସହଯୋଗ କରିବେ ବୋଲି କହିଛନ୍ତି। ସୂଚନାଯୋଗ୍ୟ, ରାଜନାଥ ସିଂ ଓ ଫ୍ଲୋରେନ୍ସ ପାର୍ଲିଙ୍କ ମଧ୍ୟରେ ମଙ୍ଗଳବାର ରାତିରେ ବାର୍ଷିକ ମନ୍ତ୍ରୀ ସ୍ତରୀୟ ବୈଠକ ହୋଇଥିଲା। ଏଥିରେ ସାମୟିକ କ୍ଷେତ୍ରୀୟ ଓ ଅନ୍ତରାଷ୍ଟ୍ରୀୟ ଘଟଣାକ୍ରମକୁ ନେଇ ଆଲୋଚନା ମଧ୍ୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩ ଘଣ୍ଟାରେ ବୈଠକ ଶେଷ, ଫଳ ଶୂନ: ଯୁଦ୍ଧ ଆଶଙ୍କା ମଧ୍ୟରେ…

ଜେନେଭା,୧୮ା୨:ଆମେରିକା-ଇରାନ ଯୁଦ୍ଧ ଆଶଙ୍କା ମଧ୍ୟରେ ଉଭୟ ପକ୍ଷଙ୍କ ଭିତରେ ଦ୍ୱିତୀୟ ପର୍ଯ୍ୟାୟ ବୈଠକ ମଙ୍ଗଳବାର ଜେନେଭାରେ ଶେଷ ହୋଇଛି। ପ୍ରାୟ ୩ ଘଣ୍ଟା ଧରି ଚାଲିଥିବା ଏହି…

କ୍ଷମା ମାଗିଲେ ଅଶ୍ୱିନ ବୈଷ୍ଣବ: କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮ା୨(ପି.ଟି.):ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌, ୨୦୨୬ର ଉଦ୍‌ଘାଟନ ଦିବସରେ ଯୋଗ ଦେଇଥିବା ଲୋକେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିବାରୁ ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର କ୍ଷମା…

ଦିବ୍ୟାଙ୍ଗଙ୍କୁ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚାଇ ଚର୍ଚ୍ଚାରେ ସୁରକ୍ଷାକର୍ମୀ

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ଜଣେ ସୁରକ୍ଷାକର୍ମୀ ଅସହାୟ ଓ ଦିବ୍ୟାଙ୍ଗଙ୍କୁ ନେଇ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚାଇ ଏବେ ସବୁଠି ଚର୍ଚ୍ଚା ଓ ପ୍ରଶଂସା ସାଉଣ୍ଟୁଥିବା ଜଣାପଡ଼ିଛି।…

ବ୍ରିଜ୍‌ କାମ ଶେଷ ନ କରି ବନ୍ଦ ପ୍ରସ୍ତାବ

ଯାଜପୁର,୧୮।୨(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନ-୧  ଅଧୀନ ଜିଲାର ସୀମାନ୍ତବର୍ତ୍ତି ତଥା ସୁକିନ୍ଦା ଖଣି ଅଞ୍ଚଳରେ ଏଯାଏ ଗମନାଗମନ ପାଇଁ ଉପଯୁକ୍ତ ରାସ୍ତା ଓ ବ୍ରିଜ…

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri