Posted inଜାତୀୟ

ଭାରତ-ଫ୍ରାନ୍ସ ଯୁଦ୍ଧାଭ୍ୟାସରେ ସାମିଲ ହେବ ୪ ଏସ୍‌ୟୁ-୩୦ଏମ୍‌କେଆଇ ଜେଟ୍‌

ନୂଆଦିଲ୍ଲୀ,୨୯।୬: ଆସନ୍ତା ଜୁଲାଇ ୧ରୁ ୧୪ ମଧ୍ୟରେ ଫ୍ରାନ୍ସର ମଣ୍ଟ-ଡି-ମାର୍ସନ ଏୟାରବେସ୍‌ରେ ଅନୁଷ୍ଠିତ ହେବାକୁ ଥିବା ଭାରତ-ଫ୍ରାନ୍ସ ଯୁଦ୍ଧାଭ୍ୟାସରେ ୪ ଏସ୍‌ୟୁ-୩୦ଏମ୍‌କେଆଇ ଜେଟ୍‌, ଗୋଟିଏ ଆଇଏଲ୍‌-୭୮ ଟ୍ୟାଙ୍କର ଓ ୨ଟି ସି-୧୭ ଗ୍ଲୋବାଲ ମାଷ୍ଟର ସାମିଲ ହେବ। ଏନେଇ ଭାରତୀୟ ବାୟୁସେନା ପକ୍ଷରୁ ଶନିବାର ଟୁଇଟ୍‌ କରି ସୂଚନା ଦିଆଯାଇଛି। ୨ଟି ସି-୧୭ ଗ୍ଲୋବାଲ ମାଷ୍ଟର ପରିବହନରେ ସହଯୋଗ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

୪ ରନ୍‌ କରି ଏଡେନ ମାରକ୍ରମ ଆଉଟ୍‌

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ବିପକ୍ଷରେ ଖେଳୁଛନ୍ତି। ଏହା ସୁପର-୮ ରେ ସେମାନଙ୍କର ପ୍ରଥମ ମ୍ୟାଚ୍‌। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମୃତ ପୋଲିସ ପରିବାରଙ୍କୁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା

ଭୁବନେଶ୍ୱର,୨୨।୨: ଝାରସୁଗୁଡ଼ା ଜିଲା ସଦର ଥାନାରୁ ପ୍ରାୟ ଶହେ ମିଟର ଦୂର ଏଚ୍‌ କଣ୍ଟାପାଲି ଏନ୍‌ଏଚ୍‌ ୪୯ରେ ରବିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ଜଣ ପୋଲିସ…

ହାତୀ ମୃତ୍ୟୁ ଘଟଣା:୩ ଶିକାରୀ ଗିରଫ,ଏବେ ବି ଡେପୁଟି ରେଞ୍ଜର ଫେରାର…

ବାଲିଗୁଡ଼ା,୨୨ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡର ବେଲଘର ରେଞ୍ଜ ଅନ୍ତର୍ଗତ ମୁଣ୍ଡୁଟି ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ୩ ଜଣ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ୫୦ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଜାଣନ୍ତୁ କିଏ ଦେଲା ମହଙ୍ଗା କାର୍‌…

ପାଟ୍‌ନା,୨୨ା୨: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୧୯ ବର୍ଷରୁ କମ୍‌ କ୍ରିକେଟ୍‌ ବିଶ୍ୱକପ -୨୦୨୬ ଜିତିଥିବା ଭାରତୀୟ ଦଳରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ବିହାରକୁ ଗର୍ବିତ କରିଥିବା ବୈଭବ…

ତାରିକ ରହମାନ ଆସିବା ପରେ ସୁଧୁରୁଛି ସମ୍ପର୍କ.., ବାଂଲାଦେଶ ପୁଣି ଭାରତ ପାଇଁ ଆରମ୍ଭ କରିବ ଏହି ସେବା, ତାରିଖ ଆସିଲା ସାମ୍ନାକୁ!

ନୂଆଦିଲ୍ଲୀ/ଢାକା,୨୨।୨: ନୂତନ ସରକାର ଗଠନ ହେବା ସହିତ, ବାଂଲାଦେଶ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛି। ବାଂଲାଦେଶ ବୈଦେଶିକ ମନ୍ତ୍ରଣାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri