ଭାରତ ବନ୍ଦ ଡାକରାକୁ କଂଗ୍ରେସର ସମର୍ଥନ

କେସିଙ୍ଗା,୮।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଟ୍ରେଡ୍‌ ୟୁନିୟନ ପକ୍ଷରୁ ଭାରତ ବନ୍ଦ ଡାକରାକୁ କଂଗ୍ରେସ ସମର୍ଥନ କରିଥିବା ବେଳେ ଏହାର ଆଂଶିକ ପ୍ରଭାବ ପଡ଼ିଛି। ସହରର ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ, ସ୍କୁଲ, କଲେଜ, ଏନ୍‌ଏସି, ଏଫ୍‌ସିଆଇ, ତହସିଲ କାର୍ଯ୍ୟାଳୟ ଆଦି ବନ୍ଦ ରହିଛି। ମାତ୍ର ସହରର ସମସ୍ତ ଦୋକାନ ବଜାର ଖୋଲା ଥିବା ଦେଖିବାକୁ ମିଳିଥିଲା। ପୂର୍ବାହ୍ନ ୧୦ଟାରୁ ଗାଡ଼ିମୋଟର ଚଳାଚଳ ବନ୍ଦ ରହିଥିଲା। ଏହି ବନ୍ଦ ଡାକରାରେ କେସିଙ୍ଗା ବ୍ଲକ କଂଗ୍ରେସର ଉପାଧ୍ୟକ୍ଷ ରଜନୀକାନ୍ତ ପୋଢ଼, ପୂର୍ବତନ ଏନ୍‌ଏସି ଉପାଧ୍ୟକ୍ଷ ବସୁମତୀ ବାଗ, ଟାଉନ ସଭାପତି ଏ. ସୁରେଶ ରାଉତ, ସୂର୍ଯ୍ୟକାନ୍ତ ଦାସ, ବସନ୍ତ ନାୟକ, ପ୍ରତାପ ବାଗ, ଅଶ୍ୱିନୀ ତାଣ୍ଡି ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ଅଙ୍ଗନୱାଡ଼ି କର୍ମୀଙ୍କ ଅନଶନ ପ୍ରତ୍ୟାହୃତ

ଗୁଣପୁର, ୨୮/୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍‌ର ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିସ୍ ୱାର୍କର୍ସ ଆସୋସିଏଶନ୍ ପକ୍ଷରୁ ଦୀର୍ଘଦିନର ବିଭିନ୍ନ ଦାବି ନେଇ ପ୍ରଶାସନକୁ…

ଭାଜପା ମହିଳା ମୋର୍ଚ୍ଚାର ରକ୍ଷାବନ୍ଧନ

ହାଟଡିହୀ, ୨୮/୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀ ଭାଜପା କାର୍ଯ୍ୟାଳୟ ପରିସରରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri