Posted inଜାତୀୟ

ଭାରତ-ବାଂଲାଦେଶ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି: ହସିନାଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ,୫।୧୦: ଭାରତ-ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ପୁଣି ବୃଦ୍ଧି ପାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବାଂଲାଦେଶ ପ୍ରତିପକ୍ଷ ଶେଖ୍‌ ହସିନାଙ୍କ ସହିତ ଶନିବାର ସାକ୍ଷାତ୍‌ କରିଛନ୍ତି। ଏହି ସମୟରେ ଦୁଇଦେଶ ମଧ୍ୟରେ  ୭ ଦ୍ୱିପାକ୍ଷିକ ଚୁକ୍ତି ସ୍ବାକ୍ଷର ହୋଇଥିବାବେଳେ ୩ଟି ପରିଯୋଜନା ନେଇ ସହମତି ପ୍ରକାଶ ପାଇଛି। ଦୁଇ ନେତାଙ୍କ ମଥଧ୍ୟରେ ତିସ୍ତା ନଦୀ ଜଳବଣ୍ଟନ ତଥା ରୋହିଙ୍ଗ୍ୟା ସମସ୍ୟା ନେଇ ଆଲୋଚନା ହେବାର ଆଶା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଛରେ ପଡିଲେ ଏମ୍‌. କେ. ଷ୍ଟାଲିନ୍‌

ଚେନ୍ନାଇ,୪।୫: ତାମିଲନାଡୁ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଉଛି। ଡିଏମ୍‌କେ ସୁପ୍ରିମୋ ତଥା ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌. କେ. ଷ୍ଟାଲିନ କୋଲାଥୁର ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଥିବା…

ଜିତୁ ମୁଣ୍ଡାଙ୍କ ପାଇଁ ବଦଳିଲା ଗାଁର ଭାଗ୍ୟ, ମରାମତି ହେଲା….

କେନ୍ଦୁଝର,୪।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଟଙ୍କା ଉଠାଇବା ପାଇଁ ଜିତୁ ମୁଣ୍ଡା ନିଜ ବଡ଼ ଭଉଣୀଙ୍କ କଙ୍କାଳ କାନ୍ଧରେ ବୋହି ବ୍ୟାଙ୍କକୁ ନେବା ଘଟଣା ସାରା ଦେଶରେ…

ପାଦେପାଦେ ବିପଦ, ଓହଳିଛି ପୌର ପରିଷଦର ସ୍ବାଗତ ହୋର୍ଡିଂ

ଗୁଣପୁର,୪ା୫(ସଂକେତ ପାତ୍ର): ଗୁଣପୁର ସହରକୁ ସ୍ୱାଗତ ଜଣାଇବା ପାଇଁ ପୌରପରିଷଦ ଦ୍ୱାରା ବିକ୍ରମପୁର ପଥପ୍ରାନ୍ତ ନିକଟରେ ସ୍ଥାପିତ ସ୍ୱାଗତ ବୋର୍ଡ୍ ବର୍ତ୍ତମାନ ବିପଦ ସଙ୍କୁଳ ଅବସ୍ଥାରେ ରହିଛି…

ମାତ୍ର ୨ବର୍ଷରେ ଘଟିଲା ଏମିତି, ଯାହା ଦିଦିଙ୍କ ପରାଜୟର କାରଣ ସାଜିଲା!

କୋଲକାତା,୪।୫: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପାଇଁ ଏବେ ରାଜ୍ୟର ନେତୃତ୍ୱ ଛାଡିବା ଅନିବାର୍ଯ୍ୟ ମନେ ହେଉଛି। ୪…

Bangal New CM: ମମତାଙ୍କ ପରାଜୟର ସଠିକ ଭବିଷ୍ୟବାଣୀ କରିଥିବା ବ୍ୟକ୍ତିଙ୍କଠାରୁ ଜାଣନ୍ତୁ କିଏ ହେବେ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ

କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଭାଜପାର ଉତ୍ଥାନ ଏବଂ ଟିଏମସିର ପତନର ସ୍ପଷ୍ଟ ସୂଚନା ଦେଉଛି। ବର୍ତ୍ତମାନର ଧାରା ଅନୁସାରେ, ଭାଜପା ୧୯୪ଟି ଆସନରେ ଆଗୁଆ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ଅନୁଦାନ ସତ୍ତ୍ୱେ ସୁଦୃଢ଼ ହେଉନି ନଦୀବନ୍ଧ, ଲୋକଙ୍କୁ ଘାରୁଛି କୁମ୍ଭୀର ଭୟ

କେନ୍ଦ୍ରାପଡ଼ା,୪ା୫(ଜଗନ୍ନାଥ ଧଳ): ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଉଛନ୍ତି। ମାତ୍ର ଏହି ଅନୁଦାନ କେନ୍ଦ୍ରାପଡ଼ା ଜିଲାରେ…

ଧୋନିଙ୍କଠାରୁ ବଡ଼ ଷ୍ଟାର ହୋଇଗଲେ ବିଜୟ! ସତ୍ୟ ହେଲା ପିକେଙ୍କ ଭବିଷ୍ୟବାଣୀ; ବଦଳିଗଲା ୬୦ ବର୍ଷର ଇତିହାସ

ଚେନ୍ନାଇ,୪।୫: ଏଥର ତାମିଲନାଡୁ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଉଛି। ପ୍ରାୟ ୬୦ ବର୍ଷ ଧରି ରାଜ୍ୟର ରାଜନୈତିକ ଦୃଶ୍ୟପଟରେ ପ୍ରାଧାନ୍ୟ ବିସ୍ତାର କରିଥିବା ଡିଏମକେ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri