Posted inଜାତୀୟ

ଭାରତ ବିରୋଧରେ ପାକିସ୍ତାନ ଜାରି ରଖିଛି ଆତଙ୍କବାଦ ଛାୟାଯୁଦ୍ଧ: ରାଜନାଥ

ପୁଣେ,୩୦।୧୧: ଭାରତ ବିରୋଧରେ ପାକିସ୍ତାନ ଆତଙ୍କବାଦ ଛାୟାଯୁଦ୍ଧ ଜାରି ରଖିଛି। ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ କରାଇବା ଲାଗି ପାକିସ୍ତାନ ଉଦ୍ୟମ ଅବ୍ୟାହତ ରଖିଥିବା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି। ଏନ୍‌ଡିଏର ୧୩୭ତମ ପାସିଙ୍ଗ୍‌ ଆଉଟ୍‌ ପରେଡ ଉତ୍ସବରେ ଯୋଗଦେଇ ରାଜନାଥ ଏଭଳି ମନ୍ତବ୍ୟ ଦେଇଛନ୍ତି। ନାନା ଉଦ୍ୟମ କଲେ ମଧ୍ୟ ପାକିସ୍ତାନ ନିଜ ଲକ୍ଷ୍ୟରେ ଅସଫଳ ରହିଥିବା ସେ କହିଛନ୍ତି। ଅନ୍ତର୍ଜାତୀୟସ୍ତରରେ ପାକିସ୍ତାନର ଏଭଳି କାର୍ଯ୍ୟର ପର୍ଦ୍ଦାଫାଶ୍‌ ହୋଇସାରିଛି। ତେବେ ବି ନିଜର ଷଡ଼ଯନ୍ତ୍ର ପାକିସ୍ତାନ ବନ୍ଦ କରୁ ନ ଥିବା ରାଜନାଥ କହିଛନ୍ତି। ପାକିସ୍ତାନର ଏଭଳି ହୀନ ଉଦ୍ୟମର କଡ଼ା ଜବାବ ଦେବାକୁ ଭାରତୀୟ ଯବାନ ସକ୍ଷମ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

ଓଡ଼ିଶା ବିଧାନସଭା ଅଧିବେଶନ, ସୁନା ଖଣି ଚର୍ଚ୍ଚା

ଭୁବନେଶ୍ୱର,୧୯।୨: ଓଡ଼ିଶା ବିଧାନସଭାର ଚଳିତ ବଜେଟ୍ ଅଧିବେଶନରେ ପୁଣିଥରେ ରାଜ୍ୟର ସୁନା ଖଣି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଗୃହରେ ବଡମ୍ବା ବିଧାୟକ ବିଜୟ କୁମାର…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍‌ ୫୩୭…

ରୋମାଣ୍ଟିକ ମୁଡ୍‌ରେ ସୁଇମିଂ ପୁଲ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଗର୍ଲ ଫ୍ରେଣ୍ଡକୁ ଜଣାଇଲେ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ,୧୯।୨: ICC T20 World Cup 2026 ମଧ୍ୟରେ, ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri