Posted inଜାତୀୟ

ଭାରତ ବିଶ୍ୱକୁ ଔଷଧ ଯୋଗାଉଥିବା ବେଳେ ପାକିସ୍ତାନ ଦେଉଛି ଆତଙ୍କବାଦ: ସେନାମୁଖ୍ୟ

ଶ୍ରୀନଗର,୧୭।୪: କରୋନା ଭାଇରସକୁ ନେଇ ସାରା ବିଶ୍ୱ ଚିନ୍ତାରେ ପଡିଯାଇଛି। ଭାରତ ଏହି ସମୟରେ ବିଶ୍ୱର ବିଭିନ୍ନ ଦେଶକୁ ଔଷଧ ଯୋଗାଉଥିବା ବେଳେ ପାକିସ୍ତାନ କିନ୍ତୁ ଆତଙ୍କବାଦଠାରୁ ଦୂରେଇ ଯାଇନି ବୋଲି ଶୁକ୍ରବାର ପ୍ରକାଶ କରିଛନ୍ତି ଭାରତୀୟ ସେନାମୁଖ୍ୟ ମନୋଜ ମୁକୁନ୍ଦ ନରାଓ୍ବଣେ। ଏହି ସମୟରେ ପାକିସ୍ତାନ ବିଶ୍ୱକୁ ଆତଙ୍କବାଦ ଯୋଗାଉଛି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ୨ ଦିନିଆ ଜମ୍ମୁ-କଶ୍ମୀର ଗସ୍ତରେ ସେ ଶୁକ୍ରବାର ସେଠାରେ ପହଞ୍ଚିଛନ୍ତି। ଏହି ସମୟରେ ସେ ବିଭିନ୍ନ ସେନା ପ୍ରତିଷ୍ଠାନ ଗସ୍ତ କରିବା ସହ ଭାରତୀୟ ଯବାନଙ୍କୁ ଉତ୍ସାହିତ କରିଛନ୍ତି। ଏହାପୂର୍ବରୁ ସେ ଗୁରୁବାର କଶ୍ମୀର ପହଞ୍ଚି ସେଠାରେ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଥିଲେ। ପାକିସ୍ତାନରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ସେ କିନ୍ତୁ ତା’ର ପୂର୍ବ ପ୍ରକୃତି ଛାଡି ପାରୁନାହିଁ। ଏବେବି ଭାରତ ସୀମାରେ ସେ ଅସ୍ତ୍ରବିରତି ଉଲ୍ଲଂଘନ କରୁଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଏମିତି ଲେଖିଲେ ରାଘବ ଚଢା, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ୧୨ ବର୍ଷରୁ ଅଧିକ ସମୟ ପାଇଁ କାର୍ଯ୍ୟ କରିଛନ୍ତି। ଏହା ସହିତ, ସେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ…

ବ୍ରାଉନସୁଗାର ସହ ନଗଦ ଟଙ୍କା ଜବତ, ଜଣଙ୍କୁ ଗିରଫ କରି…

ଧାମନଗର,୧୦ା୬(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଥାନା ଆନନ୍ଦପୁର ପଞ୍ଚାୟତସ୍ଥିତ ବୈତରଣୀ ନଦୀପୋଲ ନିକଟରୁ ଧାମନଗର ପୋଲିସ ଜଣେ ବ୍ରାଉନସୁଗାର ବିକ୍ରେତା ଙ୍କୁ ଗିରଫ କରିଛି। ଗିରଫ…

ଟିଏମସିରେ ବଢିଲା ବିଦ୍ରୋହ, ମମତାଙ୍କ ହାତ ଛାଡିବେ ସାୟନି ଘୋଷ!

କୋଲକାତା, ୧୦।୬: ବଙ୍ଗଳାରେ କ୍ଷମତା ପରିବର୍ତ୍ତନ ପରେ, ଟିଏମସି ତାସର ଘର ପରି ଭାଙ୍ଗି ପଡୁଥିବା ପରି ମନେ ହେଉଛି। ସୂତ୍ର ଅନୁଯାୟୀ, ଏପରି ରିପୋର୍ଟ ଅଛି…

ଘର ବିବାଦକୁ ନେଇ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା; ଜାମିନ ଆବେଦନ ଖାରଜ ହେବାରୁ ୨ ଯାଆଙ୍କୁ…

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଗୋକର୍ଣ୍ଣପୁର ଗ୍ରାମ ବଡ଼ ସାହିର ଝୁନୁ ସେଠୀ ଓ ବୁଧି ସେଠୀ ୨ ଯାଆଙ୍କୁ ବୁଧବାର…

ଅପରେଶନ ବୈତରଣୀ: ୪ ହାଇୱା, ଜେସିବି, ଖନନ ଯନ୍ତ୍ର, ୩୩ ଟ୍ରାକ୍ଟର ଜବତ: ୩୮ ମାମଲା ରୁଜୁ…

ହାଟଡିହୀ/ଆନନ୍ଦପୁର/ବଞ୍ଚୋ, ୧୦।୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ):‘ଅପରେଶନ ବୈତରଣୀ’ର ଧାରାବାହିକତା ଏବଂ କେନ୍ଦୁଝର ଜିଲା ପୋଲିସ ଅଧୀକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆନନ୍ଦପୁର ଉପଖଣ୍ଡ ପୋଲିସ ପକ୍ଷରୁ…

ଆକ୍ସନ ମୋଡ୍‌ରେ ଧର୍ମଶାଳା ପୋଲିସ: ୪ ବାଇକ୍‌ ଜବତ, ଦୁଇ ଲୁଟେରାଙ୍କୁ ଗିରଫ କରି…

ଧର୍ମଶାଳାର,୧୦ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଦୁଇ ବାଇକ୍‌ ଲୁଟେରାଙ୍କୁ ଗିରଫ କରି ପଚରାଉଚରା କରିବା ପରେ ସେମାନଙ୍କ…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ନବମ ଗ୍ରାମସଭା: ଏକର ପିଛା ଏତେ କୋଟି ଦାବି କଲେ ଗ୍ରାମବାସୀ

ପାଟଣା,୧୦।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ର ୧୨ଟି ମୌଜା ର ଜମି କୁ ନେଇ ପ୍ରସ୍ତାବିତ…

ସମୁଦ୍ରରୁ ମାଡ଼ି ଆସୁଛି ବଡ଼ ବାତ୍ୟା! ଏହିଦିନ କରିବ ଲ୍ୟାଣ୍ଡଫଲ୍‌…

ନୂଆଦିଲ୍ଲୀ,୧୦।୬: ଆସୁଛି ବଡ଼ ବାତ୍ୟା । ଯାହାକୁ ନେଇ ଛାନିଆ ହେଲେଣି ଉପକୂଳବାସୀ । ସାମୁଦ୍ରିକ ବାତ୍ୟା କ୍ରିଷ୍ଟିନାକୁ ନେଇ ଏବେ ସବୁଠି ଭୟର ମାହୋଲ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri