Posted inଖେଳ

‘ଭାରତ ମାତା କୀ ଜୟ’ ନାରା ଦେଲେ ନ୍ୟୁଜିଲାଣ୍ଡ ପ୍ରଶଂସକ

ହାମିଲଟନ,୩୧।୧: ହାମିଲଟନର ଶେଡନ ପାର୍କରେ ଟିମ ଇଣ୍ଡିଆ ସୁପର୍‌ ଓଭରରେ ଚମତ୍କାର ବିଜୟ ସହ ନ୍ୟୁଜିଲାଣ୍ଡ ମାଟିରେ ପ୍ରଥମଥର ଦ୍ୱିପାକ୍ଷିକ ଟି-୨୦ ସିରିଜ ଜିତି ଇତିହାସ ରଚିଛି। ଏହି ମ୍ୟାଚ୍‌ ଦେଖିବାକୁ ଆସିଥିବା ଦର୍ଶକ ଭରପୂର ମଜା ଉଠାଇଥିଲେ। ତେବେ ମ୍ୟାଚ୍‌ ଚାଲିଥିବାବେଳେ ନ୍ୟୁଜିଲାଣ୍ଡର ଜଣେ ଦର୍ଶକ ‘ଭାରତ ମାତା କୀ ଜୟ’ ନାରା ଦେଇଥିଲେ। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ନ୍ୟୁଜିଲାଣ୍ଡ ଏହି ମ୍ୟାଚରେ ପରାସ୍ତ ହୋଇଥିଲେ ମଧ୍ୟ ଦର୍ଶକ ଏଭଳି ନାରା ଲଗାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାକୁ ଚାଲାଣ କରୁଥିବାବେଳେ ମାଡିବସିଲା ପୋଲିସ, ୧୦୦ କେଜି ଗଞ୍ଜେଇ ଜବତ

ମୋହନା, ୨୦।୭( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡ଼ବା ଥାନା ପୋଲିସ ଆଜି ୧୦୦ କେଜି ଗଞ୍ଜେଇ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ…

ରଥଯାତ୍ରାରେ ମୃତ୍ୟୁବରଣ କରିଥିବା ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା

ଭୁବନେଶ୍ୱର,୨୦।୭:ଚଳିତ ରଥଯାତ୍ରା ଦିନ ପୁରୀଠାରେ ଅତ୍ୟଧିକ ଗହଳି କାରଣରୁ ୨ ଜଣଙ୍କ ପ୍ରାଣହାନି ହୋଇଥିଲା। ସେମାନଙ୍କ ମଧ୍ୟରୁ ଜଣେ କଟକର ଅନିଲ ଦାସ ଏବଂ ମୁମ୍ବାଇର ଅଶୋକ…

ନିର୍ବାଚନ ପ୍ରତିଶ୍ରୁତି ଭୁଲିଗଲେଣି ନେତା: ବ୍ରାହ୍ମଣୀଗାଁରେ ସ୍ଥାପନ ହେଉନି 5g ନେଟୱାର୍କ, ବଢୁଛି ଜନଅସନ୍ତୋଷ

ଦାରିଙ୍ଗବାଡି,୨୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ଅଞ୍ଚଳଭାବେ ଜଣାଶୁଣା ବ୍ରାହ୍ମଣୀଗାଁଠାରେ ଗତ ଏକ ଦଶନ୍ଧି ହେଲା ବିଏସଏନଏଲ ମୋବାଇଲ ସେବା ଉପଲବ୍ଧ। ତେବେ…

୯୭ ବର୍ଷରେ ମିଳିଲା ସରକାରୀ ସହାୟତା: ବୃଦ୍ଧା ମହିଳାଙ୍କ ମୁହଁରେ ଫୁଟିଲା ହସ

ଗଜପତି,୨୦।୭(ଗିରିଧାରୀ ପରିଛା): ପ୍ରଶାସନ କେବଳ ଅଫିସ ଭିତରେ ସୀମିତ ନ ରହି ଲୋକଙ୍କ ଦ୍ୱାରରେ ପହଞ୍ଚିଲେ କିପରି ପରିବର୍ତ୍ତନ ଆସିପାରେ, ତାହାର ଏକ ଉଦାହରଣ ଗଜପତି ଜିଲାର…

ପ୍ରହସନ ପାଲଟିଲାଣି ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି: ଲୋକେ ଅସନ୍ତୋଷ

କେସିଙ୍ଗା,୨୦।୭:(ତୁମେଶ୍ୱର ସାହୁ): ସାଧାରଣ ଲୋକଙ୍କ ସମସ୍ୟାର ତୁରନ୍ତ ସମାଧାନ ପାଇଁ ସରକାର ଲୋକଙ୍କ ପାଖରେ ଯୁଗ୍ମ ଅଭିଯୋଗ ଶୁଣାଣି ବ୍ୟବସ୍ଥା କରିଛନ୍ତି। ତେବେ ପ୍ରଶାସନିକସ୍ତରରେ ସ୍ଥାଣୁତା ଓ…

ୟୁକ୍ରେନରେ ବଡ଼ ଦୁର୍ଘଟଣା: ଓଡ଼େଶା ବନ୍ଦରରେ ଜାହାଜ ଉପରେ ଆକ୍ରମଣ, ୪ ଭାରତୀୟଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦।୭: ୟୁକ୍ରେନର ଓଡ଼େଶା ବନ୍ଦରରୁ ବାହାରୁଥିବା ଏକ ବାଣିଜି୍ୟକ ଜାହାଜ ‘MV ଗୋଲଡେନ ଲିଓ’ (MV Golden Leo) ଉପରେ ହୋଇଛି ଭୟଙ୍କର ଆକ୍ରମଣ। ଏହି ଆକ୍ରମଣରେ…

ଦୁଇ IAS ଅଧିକାରୀଙ୍କ ବଦଳି କଲେ ରାଜ୍ୟ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୦।୭: ଦୁଇ IAS ଅଧିକାରୀଙ୍କୁ ବଦଳି କଲେ ରାଜ୍ୟ ସରକାର। IAS ପୋମା ଟୁଡୁ ହେଲେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ଅତିରିକ୍ତ ସଚିବ। ଏହା…

ସୋନମ ୱାଙ୍ଗଚୁକଙ୍କ ସ୍ତ୍ରୀଙ୍କ ବଡ଼ ଘୋଷଣା: ଆଗକୁ ସାରା ଦେଶରେ ଭୟଙ୍କର ହେବ…

ନୂଆଦିଲ୍ଲୀ,୨୦।୭: ସୋନମ ୱାଙ୍ଗଚୁକଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗ୍ମୋ ଆଜିର ପ୍ରଦର୍ଶନ ଉପରେ କହିଛନ୍ତି ଯେ, କୌଣସି ସଂଘର୍ଷ ସହଜ ହୋଇନଥାଏ। ଏହା ପିଲାମାନଙ୍କର ସାହସ ବଢ଼ାଇବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri