ଭାରତ ସପକ୍ଷରେ ନାହିଁ ରେକର୍ଡ

ସାଉଥାମ୍ପଟନ,୫।୬- ଚଳିତ ବିଶ୍ୱକପ୍‌ରେ ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍‌ରୁ ଭାରତୀୟ ଦଳ ତା’ର ଅଭିଯାନ ଆରମ୍ଭ କରିବାକୁ ଯାଉଛି। ହେଲେ ବିଶ୍ୱକପ୍‌ର ଅନ୍ୟତମ ଫେଭରାଇଟ୍‌ ଭାରତ ସପକ୍ଷରେ ରେକର୍ଡ ନାହିଁ। ଦୁଇ ଦଳ ଏପର୍ଯ୍ୟନ୍ତ ୪ ଥର ବିଶ୍ୱକପ୍‌ରେ ପରସ୍ପରକୁ ଭେଟି ସାରିଛନ୍ତି। ଏଥିମଧ୍ୟରୁ ୩ଥର ଦକ୍ଷିଣ ଆଫ୍ରିକା ବିଜୟୀ ହୋଇଥିବାବେଳେ ଟିମ୍‌ ଇଣ୍ଡିଆ କେବଳ ଥରେ ବିଜୟ ସ୍ବାଦ ଚାଖିବାକୁ ସକ୍ଷମ ହୋଇଛି। ୧୯୯୨, ୧୯୯୯ ଓ ୨୦୧୧ ବିଶ୍ୱକପ୍‌ରେ ଦ. ଆଫ୍ରିକା ବାଜିମାତ୍‌ କରିିଥିଲା। କିନ୍ତୁ ଅନ୍ତିମ ଥର ୨୦୧୫ରେ ଭାରତୀୟ ଦଳ ୧୩୦ ରନ୍‌ର ବୃହତ୍‌ ବିଜୟ ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନ, କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

କଙ୍ଗୋ-ଉଗାଣ୍ଡାରେ ଇବୋଲା ଭାଇରସ ପ୍ରକୋପ; WHO ଘୋଷଣା କଲା ହେଲଥ ଏମରଜେନ୍ସି

କାମ୍ପାଲା,୧୬।୫: ଦୁଇଟି ଆଫ୍ରିକୀୟ ରାଷ୍ଟ୍ରରେ ଇବୋଲା ଭାଇରସର ପ୍ରକୋପ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (WHO) ଏହାକୁ ଏକ…

କୋଇଲା ବ୍ୟବସାୟୀଙ୍କ ଘର ଉପରକୁ ଗୁଳିମାଡ଼

ସୁନ୍ଦରଗଡ଼, ୧୭।୫ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରର ପ୍ରତିଷ୍ଠିତ କୋଇଲା ପରିବହନ ବ୍ୟବସାୟୀ ସଞ୍ଜୟ ନନ୍ଦ (ପିଲୁ)ଙ୍କ ବାସଭବନ ଉପରକୁ ଶନିବାର ବିଳମ୍ବିତ ରାତିରେ ଗୁଳିମାଡ଼…

ହର୍ମୁଜ ସଙ୍କଟ ମଧ୍ୟରେ, ଭାରତ ପାଇଁ ଆସିଲା ଦୁଇଟି ଖରାପ ଖବର, ଯାହା ଗଭୀର ଚିନ୍ତାର କାରଣ

ନୂଆଦିଲ୍ଲୀ,୧୭।୫: ସମଗ୍ର ବିଶ୍ୱ ହର୍ମୁଜ ଷ୍ଟ୍ରେଟ ସଙ୍କଟରୁ ସୃଷ୍ଟି ହୋଇଥିବା ତୈଳ ସଙ୍କଟ ସହିତ ସଂଘର୍ଷ କରୁଛି। ଏହା ମଧ୍ୟରେ, ଦୁଇଟି ଘଟଣା ସାମ୍ନାକୁ ଆସିଛି ଯାହା…

ବାଇକରେ ଆସି ଛେଳି ଗୁହାଳରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ଅମରପାଲି, ୧୭।୦୫ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ସଂଗ୍ରାମପୁର ପଞ୍ଚାୟତର ଦୁର୍ଗାଦେବୀପାଲି ଗ୍ରାମରେ ଜଣେ ଚାଷୀଙ୍କ ଛେଳି ଗୁହାଳରେ ଦୁର୍ବୃତ୍ତମାନେ ନିଆଁ ଲଗାଇଦେଇଥିବା…

ରାୟଗଡ଼ା ଲିଙ୍ଗମଝୋଲା ଗାଁରେ ହାତୀ ଉପଦ୍ରବ: ଘର ଭାଙ୍ଗିଲେ, ଲେକେ ଦୌଡ଼ିଲେ

କଲ୍ୟାଣସିଂହପୁର, ୧୭।୫ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ପାର୍ସଲି ପଞ୍ଚାୟତର ଲିଙ୍ଗମଝୋଲା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ରାତି ଅଧରେ ଏକ ୧୦ଟିକିଆ…

ପୁରୀରୁ ଶଶୁର ଘରକୁ ଫେରୁଥିଲେ: ଟ୍ରଲର-କାର ମୁହାଁମୁହିଁ ଧକ୍କା, ୨ ମୃତ ୩ ଗୁରୁତର

ପାପଡ଼ାହାଣ୍ଡି, ୧୭।୫ (ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍ ଜିଟିକିଗୁଡ଼ା ଜାତୀୟ ରାଜପଥ ନିକଟରେ ଏକ ଟ୍ରଲର ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।…

୨ଟି ଗ୍ୟାସ କନେକ୍ସନ ନେଇଥିଲେ ଜାଣି ନିଅନ୍ତୁ, ଜୁନ ୩୦ସୁଦ୍ଧା ହୋଇଯିବ ବନ୍ଦ! କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୭।୫: ନୂଆ ନିୟମ ଅନୁଯାୟୀ, ଭାରତୀୟ ପରିବାରଗୁଡ଼ିକ ଏବେ LPG ସଂଯୋଗ କିମ୍ୱା PNG ସଂଯୋଗ ରଖିପାରିବେ କିନ୍ତୁ ଉଭୟ ନୁହେଁ। ଯଦି ଆପଣଙ୍କର ବର୍ତ୍ତମାନ ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri