Posted inଜାତୀୟ

ଭାରତ ସୀମାର ୩୫ କିମି ଭିତରେ ଉଡ଼ିଲା ଚାଇନା ଯୁଦ୍ଧ ବିମାନ

ନୂଆଦିଲ୍ଲୀ,୧।୬: ଭାରତ ସୀମାର ୩୦ରୁ୩୫ କିଲୋମିଟର ଭିତରେ ଚାଇନା ଯୁଦ୍ଧ ବିମାନ ଉଡ଼ିଛି। ଭାରତୀୟ ସେନା ପକ୍ଷରୁ ଏହା ଉପରେ ତୀକ୍ଷଣ୍‌ ଦୃଷ୍ଟି ରଖାଯାଇଥିବା କୁହାଯାଉଛି। ପୂର୍ବ ଲଦାଖରେ ଭାରତୀୟ ଆକାଶ ମାର୍ଗ ସୀମା ଡେଇଁ ଚାଇନାର ୧୦ରୁ ୧୨ ଯୁଦ୍ଧ ବିମାନ ପଶିଥିଲେ। ବିମାନ ଗୁଡ଼ିକ ସୀମାଠାରୁ ୧୦୦ରୁ ୧୫୦ କିଲୋମିଟର ଦୂରରେ ଥିବା ଚାଇନା ଏୟାରବେସ୍‌ ହୋଟାନ୍‌ ଏବଂ ଗାରଗୁନ୍‌ସାରୁ ଜେ-୭ ଓ ଜେ-୧୧ ଯୁଦ୍ଧ ବିମାନ ଗୁଡ଼ିକ ଭାରତୀୟ ସୀମା ଅଭିମୁଖେ ଉଡ଼ାଣ କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଶାସନ କ୍ଷମତାକୁ ନେଇ ବଡ଼ ଭବିଷ୍ୟବାଣୀ କଲେ ରାହୁଲ!

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ପଦରୁ ନରେନ୍ଦ୍ର ମୋଦିଙ୍କ ଆସନ୍ନ ବିଦାୟ ସମ୍ପର୍କରେ କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦାବିକୁ ନେଇ…

ମୋଦିଙ୍କ କାର୍ଯ୍ୟକାଳକୁ ପୂରିଲା ୧୨ ବର୍ଷ, ୨୦୧୪ ବିଜୟ ପରେ ପ୍ରଧାନମନ୍ତ୍ରୀ କଣ କହିଥିଲେ ଜାଣନ୍ତୁ

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ  ମେ ୨୬ ଏକ ଅତ୍ୟନ୍ତ ସ୍ୱତନ୍ତ୍ର ଦିନ । ଆଜି ସେ ଭାରତର ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିବାର ୧୨…

‘ଆମେରିକାକୁ ୟୁରାନିୟମ ହସ୍ତାନ୍ତର କର, ନଚେତ…’ ଶାନ୍ତି ଆଲୋଚନା ମଧ୍ୟରେ ଇରାନକୁ କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ଚୁକ୍ତି ହୋଇନାହିଁ। ଆମେରିକା ଯେକୌଣସି ମୂଲ୍ୟରେ ଇରାନର ସମୃଦ୍ଧ ୟୁରାନିୟମ ଭଣ୍ଡାର ହାସଲ…

ମୁଁ ରୁହେ କି ରୁହେ….ଭକ୍ତଙ୍କୁ ଭାବବିହ୍ବଳ ମେସେଜ୍‌ ଦେଲେ ପ୍ରେମାନନ୍ଦ ମହାରାଜ

ଲକ୍ଷ୍ନୌ,୨୬।୫:ଗତ କିଛି ଦିନ ଧରି ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ଚିନ୍ତିତ ଥିବା ଲକ୍ଷ ଲକ୍ଷ ଭକ୍ତଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିର ଖବର ଆସିଛି। ତାଙ୍କ…

ଇରାନ-ଆମେରିକା ଚୁକ୍ତିରୁ ବାଦ ପଡ଼ିଲା ପାକିସ୍ତାନ! ନୂତନ ମୁସଲିମ ରାଷ୍ଟ୍ରର ହେଲା ଏଣ୍ଟ୍ରି

ତେହରାନ,୨୬।୫: କତାରର ରାଜଧାନୀ ଦୋହାରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଏବେ ଏକ ପ୍ରମୁଖ ଚୁକ୍ତିନାମା ଆଡ଼କୁ ଗତି କରୁଥିବା ପରି ମନେ…

ଅନିଶ୍ଚିତତା ଘେରରେ ରାମନଗର ଔଷଧୀୟ ନର୍ସରି: ବନ ବିଭାଗର କାର୍ଯ୍ୟକୁ ନେଇ ପ୍ରଶ୍ନ

ମହାକାଳପଡ଼ା, ୨୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ରାମନଗର କାଜୁଜଙ୍ଗଲ ସଫା କରାଯାଇ ୧୨ ଏକର ବାଲିଆ ଜମିରେ ସ୍ଥାନୀୟ ବନ ବିଭାଗ ପକ୍ଷରୁ ଏକ…

ପଦ୍ମଶ୍ରୀ ଗ୍ରହଣ କରିବାକୁ ଆସି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାଷ୍ଟାଙ୍ଗ ଦଣ୍ଡବତ କଲେ ସିଲାମ୍ବମ ଗୁରୁ, ଭାବପ୍ରବଣ ମୁହୂର୍ତ୍ତର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୬।୫: ସୋମବାର (୨୫ ମଇ) ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଥିଲେ।…

ଭାରତଗସ୍ତରେ ଥିବା ମାର୍କୋ ରୁବିଓଙ୍କୁ କାହିଁକି ପରିହାସ କଲା ଇରାନ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୬।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ବର୍ତ୍ତମାନ ଭାରତ ଗସ୍ତରେ ଅଛନ୍ତି। ସୋମବାର (୨୫ ମଇ) ସେ ତାଜମହଲ ପରିଦର୍ଶନ କରିବାକୁ ଆସିଥିଲେ। ଏହି ଗସ୍ତକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri