ଭାରତକୁ ପ୍ରଶଂସା କଲେ ବିଲ୍‌ ଗେଟସ୍‌

ନୂଆଦିଲ୍ଲୀ,୨୩।୪: କରୋନାକୁ ରୋକିବା ଦିଗରେ ଭାରତର ପଦକ୍ଷେପକୁ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍‌ ଗେଟସ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। କରୋନା ବିରୋଧରେ ଭାରତ ଜରୁରୀକାଳୀନ ପଦକ୍ଷେପ ଉଠାଇଥିବା ବିଲ୍‌ ଗେଟ୍‌ସ ଚିଠିରେ ଉଲ୍ଲେଖ କରିଛନ୍ତି। ସରକାରଙ୍କ ଲକ୍‌ଡାଉନ, ହଟସ୍ପଟ ଘୋଷଣା ଭଳି ପଦକ୍ଷେପକୁ ସେ ପ୍ରଶଂସା କରିଥିବା ଜଣାପଡିଛି। ସେ କହିଛନ୍ତି ଯେ, ଭାରତ ଠିକ୍‌ ସମୟରେ ନିଷ୍ପତ୍ତି ନେଇଛି। ଭାରତ ଏହାର ଡିଜିଟାଲ ଦକ୍ଷତାକୁ ଠିକ୍‌ ଭାବେ ଉପଯୋଗ କରିପାରିଛି। ସରକାର ପବ୍ଲିକ ହେଲ୍‌ଥ ଏବଂ ସାମାଜିକ ସୁରକ୍ଷାକୁ ଏକାସାଙ୍ଗରେ ନେଇ ଚାଲୁଥିବାରୁ ଏହା ଦେଖି ଖୁସି ଲାଗୁଛି ବୋଲି ସେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଦିଲ୍ଲୀ ସତ୍ୟ ନିକେତନ ଘଟଣା: ଭଗ୍ନାବଶେଷରୁ ୧୦ ଉଦ୍ଧାର, ୬ ମୃତ ଘରମାଲିକଙ୍କ ବିରୋଧରେ ଏଫଆଇଆର ରୁଜୁ

ନୂଆଦିଲ୍ଲୀ,୭।୯: ସୋମବାର ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ଏକ ପୁରୁଣା ତିନି ମହଲା କୋଠା ତାସ ଘର ପରି ଭୁଶୁଡ଼ି…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଲାଭା ଉଦ୍‌ଗିରଣ: ବିମାନ ବାତିଲ କଲା ଇଣ୍ଡୋନେସିଆ

ଜାକର୍ତ୍ତା,୭ା୯: ଇଣ୍ଡୋନେସିଆର ଅନକ କ୍ରକାତାଉ ଆଗ୍ନେୟଗିରିରୁ ରବିବାର ଭୋର ସମୟରେ ଲାଭା ଉଦ୍‌ଗିରଣ ହୋଇଛି। ଲାଭା ପାଉଁଶ ପଶ୍ଚିମ ଇଣ୍ଡୋସେନିଆ ଆକାଶକୁ ଛାଇଯାଇଥିବାରୁ ଜାକର୍ତ୍ତାର ସୁକର୍ଣ୍ଣୋ-ହାଟ୍ଟା ଅନ୍ତର୍ଜାତୀୟ…

ହାଇକୋର୍ଟରେ ଚ୍ୟାଲେଞ୍ଜ ହେବ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ. ପାଣ୍ଡିଆନ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ ଜିଲାକୁ ହେଲିକପ୍ଟର ଗସ୍ତ କାର୍ଯ୍ୟକ୍ରମ ସଂପର୍କିତ ଖର୍ଚ୍ଚକୁ…

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri