ଭାରତକୁ ସ୍ବାଧୀନତା ଦିବସର ଅଭିନନ୍ଦନ ଜଣାଇଲା ଆମେରିକା

ଓ୍ବାଶିଂଟନ,୧୫।୮: ଭାରତ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ଆନନ୍ଦ ଉଲ୍ଲାସର ସହ ପାଳନ କରୁଥିବା ବେଳେ ଏହି ଅବସରରେ ଭାରତର ମିତ୍ର ରାଷ୍ଟ୍ର ଆମେରିକା ମଧ୍ୟ ଭାରତକୁ ସ୍ବାଧୀନତା ଦିବସର ଶୁଭେଚ୍ଛା ଜଣାଇଛି। ଆମେରିକାର ରାଜ୍ୟ ସଚିବ ମିଖାଇଲ ପୋମ୍ପେଓ ଏକ ବାର୍ତ୍ତାରେ କହିଛନ୍ତି ଆମେରିକା ସରକାରଙ୍କ ପକ୍ଷରୁ ଭାରତର ସ୍ବାଧୀନତା ଦିବସ ଅବସରରେ ସମସ୍ତ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଉଛୁ। ତେବେ ଭାରତ-ଆମେରିକାର ମଧ୍ୟରେ ଥିବା ବନ୍ଧୁତ୍ୱ ଆଗକୁ ମଧ୍ୟ ମଜଭୁତ ରହିବ ବୋଲି କହିଛି ଆମେରିକା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri