ଭାରତବନ୍ଦ ଡାକରା ଆନନ୍ଦପୁରରେ ପ୍ରଭାବଶୂନ୍ୟ

ଆନନ୍ଦପୁର,୨୯।୧(ସ୍ବ.ପ୍ର.): ସିଏଏ, ଏନ୍‌ଆର୍‌ସି, ଇଭିଏମ୍‌ ଓ ଏନ୍‌ଆର୍‌ପିକୁ ବିରୋଧକରି ବହୁଜନ କ୍ରାନ୍ତି ମୋର୍ଚ୍ଚା (ବିକେଏମ୍‌) ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ଭାରତବନ୍ଦ ଡାକରା ଦିଆଯାଇଛି। କେନ୍ଦୁଝର ଜିଲା ଆନନ୍ଦପୁର ସହରରେ ବନ୍ଦ ପ୍ରଭାବଶୂନ୍ୟ ଦେଖିବାକୁ ମିଳିଥିଲା। ଅଞ୍ଚଳରେ ଥିବା ସମସ୍ତ ସରକାରୀ ଅନୁଷ୍ଠାନ, ସ୍କୁଲ, କଲେଜ, କୋର୍ଟ କାର୍ଯ୍ୟ ସ୍ବାଭାବିକ ରହିଥିଲା। ଏହା ସହିତ ବ୍ୟାଙ୍କ କାର୍ଯ୍ୟ ମଧ୍ୟ ସ୍ବାଭାବିକ ପରିଲକ୍ଷିତ ହୋଇଥିଲା। ବନ୍ଦ ଡାକରା ସତ୍ତ୍ୱେ ଯାନବାହନ ଚଳାଚଳ ମଧ୍ୟ ସ୍ବାଭାବିକଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା

ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri