ଭାରତବାସୀ ସଂଗଠନର ଧାରଣା

ବାରିପଦା ଅଫିସ,୧ା୨- କେନ୍ଦ୍ର ସରକାରଙ୍କ ଲକ୍ଷ୍ୟହୀନ ଶାସନ ବ୍ୟବସ୍ଥା ଯୋଗୁ ଦେଶରେ ସୃଷ୍ଟି ହୋଇଥିବା ଆର୍ଥିକ ସଙ୍କଟ, ମାନ୍ଦାବାସ୍ଥା, ବେରୋଜଗାରି ସମେତ ଅନ୍ୟାନ୍ୟ ବିଭାଜନକାରୀ ନୀତି ବିରୋଧରେ ଭାରତବାସୀ ସଂଗଠନ ପକ୍ଷରୁ ବାରିପଦା ଗାନ୍ଧୀ ପାର୍କ ସ୍ଥିତ ମହାତ୍ମା ମାନ୍ଧୀଙ୍କ ପ୍ରତିମୂର୍ତ୍ତି ତଳେ ଗଣଧାରଣା ଦିଆଯାଇଥିଲା। ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସକୁ ସଂଗଠନ ପକ୍ଷରୁ ଜାତୀୟ ସଂହତି ଓ ସଦଭାବନା ଦିବସ ପାଳନ ଅବସରରେ ଏହି ଧାରଣା ଦିଆଯାଇଥିଲା। ଏଥିରେ ପୂର୍ବତନ ଏମ୍‌ପି ଶୁଶିଳା ତିରିଆ, ଜଗବନ୍ଧୁ ମିଶ୍ର, ହେମନ୍ତ ଦାସ, ରବି ଗୋସ୍ବାମୀ, ଅମଲ ଦେ, ଶ୍ରୀକାନ୍ତ ସାମଲ, ରଘୁନାଥ ପଣ୍ଡା, ବିଜନ ଦାସ, ଖବରଦାତା ସଞ୍ଜୟ ଚୌଧୁରୀ, ଡ.ବନଜା ମହାନ୍ତି, ଅଧ୍ୟାପିକା ଉଷା ଶତପଥୀ, ରଥ ସିଂ, ଅଜୟ କୁମାର ମହାପାତ୍ର, କାହ୍ନୁଚରଣ ବେହେରା, ଜୌତନ୍ୟ ପୂର୍ତ୍ତୀ, ଜ୍ୟୋତି ପ୍ରକାଶ ରଥ, ଶାନ୍ତନୁ କୁମାର ପାଲ, ସୁସ୍ମିତା ଘୋଷାଲ, ନିର୍ମଳ କୁମାର ପ୍ରଧାନ, ଇନ୍ଦୁମତି ମହାନ୍ତି ଓ ଅଧ୍ୟାପକ ଗୋପବନ୍ଧୁ ପ୍ରମୁଖ ଧାରଣାରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟୋଲ୍ ଗେଟ୍ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ବାପ-ପୁଅ: ପେଟରୁ ବାହାରି ପଡ଼ିଲା ଅନ୍ତବୁଜୁଳା, ଉଭୟ…

ବୈଶିଙ୍ଗା, ୧୮।୭ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ପଦ୍ମନାଭପୁର ଟୋଲ୍ ଗେଟ୍‌ରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଗାଡ଼ି…

ରାସ୍ତା ଜଳମଗ୍ନ ଯୋଗୁ ଉତ୍ତେଜନା: ଯୁଗପୁରା ବଜାରଠାରେ ଟାୟାର ଜାଳି ରାସ୍ତାରୋକ, ଯାନବାହାନ ଚଳାଚଳ ବାଧାପ୍ରାପ୍ତ

ବୈଶିଙ୍ଗା, ୧୮।୭ (ରତନ ଦାଶ): ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ଦାବି କରି ଶନିବାର ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା…

ରଥଯାତ୍ରାରେ ଅଘଟଣ, ଖେଳୁଥିବା ବେଳେ ଗାଡିଆରେ ବୁଡ଼ି ୩ବର୍ଷ ଶିଶୁର ମୃତ୍ୟୁ

ବୈଶିଙ୍ଗା,୧୬।୭(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଉପକଣ୍ଠ ମହୁରୀ ଗ୍ରାମରେ ଗୁରୁବାର ପବିତ୍ର ରଥଯାତ୍ରା ଉପଲକ୍ଷେ ସମଗ୍ର ଅଞ୍ଚଳରେ ଆଧ୍ୟାତ୍ମିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଲାଗି ରହିଥିବା…

କବାଟ ବନ୍ଦ କରି ୪ ବର୍ଷର ପୁଅକୁ ହତ୍ୟା କଲେ ବାପା, ମା’ ଆଖିରୁ ଶୁଖୁନି ଲୁହ, କହିଲେ ତାଙ୍କ ସ୍ବାମୀ…

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ବାପା ସାଜିଲେ ଜହ୍ଲାଦ। ଦୁନିଆ କ’ଣ ଜାଣି ନ ଥିବା ୪ ବର୍ଷର ଜନ୍ମ କଲା ପୁଅକୁ କଟୁରିରେ ହାଣି ହତ୍ୟା କଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri