ଭାରତର ଅଭିବୃଦ୍ଧି କମାଇଲା ଏସ୍‌ ଆଣ୍ଡ ପି

ନୂଆଦିଲ୍ଲୀ,୧୯-୩: ଗ୍ଲୋବାଲ ରେଟିଂ ଏଜେନ୍ସି ଷ୍ଟାଣ୍ଡାର୍ଡ ଆଣ୍ଡ ପୁଅର୍ସ (ଏସ୍‌ ଆଣ୍ଡ ପି) ବୁଧବାର ଭାରତରେ ବିକାଶ ଅନୁମାନକୁ ୨୦୨୦ ଲାଗି ୫.୨%କୁ ଖସାଇ ଦେଇଛି। କରୋନା ପ୍ରଭାବ ଯୋଗୁ ବିଶ୍ୱ ଅର୍ଥନୀତି ବର୍ତ୍ତମାନ ମାନ୍ଦାବସ୍ଥା ଆଡକୁ ଯାଉଥିବାରୁ ଏସ୍‌ ଆଣ୍ଡ ପି ଏଭଳି ଆକଳନ କରିଛି। ୨୦୨୦ କ୍ୟାଲେଣ୍ଡର ବର୍ଷରେ ଭାରତର ବିକାଶ ହାର ୫.୭% ରହିବ ବୋଲି ପୂର୍ବରୁ ଏହି ଏଜେନ୍ସି ପୂର୍ବାନୁମାନ କରିଥିଲା। ଏହି ସମୟରେ ଏସିଆ ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଅଭିବୃଦ୍ଧି ୩%ରୁ କମ୍‌ ରହିବ ବୋଲି ଏହା ରିପୋର୍ଟରେ ଉଲ୍ଲେଖ କରିଛି। ଭାଇରସ ବ୍ୟାପିବା ଯୋଗୁ ୪୦୦ ବିଲିୟନ ଡଲାରରୁ ଉର୍ଦ୍ଧ୍ୱ ସ୍ଥାୟୀ ଆୟ କ୍ଷତି ହେବାର ଆଶଙ୍କା କରାଯାଇଛି। ଏହି ସମୟରେ ଚାଇନାର ବିକାଶ ହାର ୨.୯% ଖସିବ ବୋଲି ଏହା ପୂର୍ବାନୁମାନ କରିଥିବା ବେଳେ ଜାପାନ ୧.୨% ବିକାଶ ହାର ହାସଲ କରିବ ବୋଲି କୁହାଯାଇଛି। ସୋମବାର ମୁଡିସ ଇନଭେଷ୍ଟର୍ସ ସର୍ଭିସ ଭାରତର ବିକାଶ ଅନୁମାନକୁ ୫.୪%ରୁ ୫.୩%କୁ ଖସାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri