Posted inଜାତୀୟ

ଭାରତର ଖ୍ୟାଦ୍ୟ ମୃତ୍ୟୁ ସହ ସମାନ, ପ୍ରତିବର୍ଷ ଯାଉଛି ୧୫ଲକ୍ଷ ଲୋକଙ୍କ ଜୀବନ: ରିପୋର୍ଟ

ନୂଆଦିଲ୍ଲୀ,୭।୬: ପ୍ରତିବର୍ଷ ଭାରତରେ ପ୍ରାୟ ୧୫.୭୩ ଲକ୍ଷ ଲୋକ ଫୁଡ ଫଏଜନିଂରେ ମୃତ୍ୟୁବରଣ କରିଥାନ୍ତି। ଖରାପ ଖାଦ୍ୟ ଖାଇ ମୃତ୍ୟୁବରଣ କରୁଥିବା ମାମଲାରେ ବିଶ୍ୱରେ ଭାରତ ଦ୍ୱିତୀୟ ନମ୍ବର ଓ ଚୀନ ପ୍ରଥମରେ ରହିଛି ବୋଲି ଏକ ସର୍ଭେ ରିପୋର୍ଟରୁ ଜଣାପଡ଼ିଛି। କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରାଳୟର ଇଣ୍ଟିଗ୍ରେଟେଡ ଡିଜିଜ୍‌ ସର୍ଭିଲାନ୍ସ ପ୍ରୋଗ୍ରାମ (ଆଇଡିଏସ୍‌ପି) ଅନୁସାରେ ୨୦୦୮ରୁ ୨୦୧୭ ଭିତରେ ଫୁଡ ଫଏଜନିଂ ଏକ ପ୍ରକୋପ ଭଳି ବ୍ୟାପିଥିଲା। ଏହି ପ୍ରକୋପ ଏବେ ବି ବ୍ୟାପିବାରେ ଲାଗିଛି। ୨୦୦୮ରୁ ୨୦୧୭ ଭିତରେ ଫୁଡ ପଏଜିନଂର ୨୮୬୭ ମାମଲା ଆସିଛି ଯେଉଁଥିରେ ଡାଇରିଆର ୪୩୬୧ ମାମଲା ଅଲଗା ରହିଛି। ସେହିପରି ଚଳିତ ବର୍ଷ ମେ ୬ରୁ ୧୨ ଭିତରେ ଫୁଡ ପଏଜନିଂର ୧୪ଟି ମାମଲା ରୁଜୁ କରାଯାଇଛି। ଫୁଡ ଫଏଜନିଂର ମାମଲା ଲଗାତାର ବୃଦ୍ଧି ପାଉଥିବାରୁ ଏହାକୁ ଧ୍ୟାନରେ ରଖି ୨୦୧୭ରେ ଏକ ରାଷ୍ଟ୍ରୀୟ ନୀତି ତିଆରି କରାଯାଇଥିଲା। ଯାହାଫଳରେ ସାରା ଦେଶରେ ଖାଦ୍ୟର ଗୁଣବତ୍ତା ଉପରେ ନଜର ରଖାଯାଇପାରିବ। ସେହିପରି ଗତ ୩ବର୍ଷରେ ଅପମିଶ୍ରଣ ଖାଦ୍ୟର ୨୦ ପ୍ରତିଶତରୁ ଊର୍ଦ୍ଧ୍ୱ ସେମ୍ପୁଲ ମିଳିଛି ବୋଲି ଚଳିତ ବର୍ଷ ଜାନୁଆରୀ ୪ରେ ଲୋକ ସଭାରେ ପୂର୍ବତନ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ରାଜ୍ୟମନ୍ତ୍ରୀ ଅଶ୍ୱିନୀ ଚୌବେଙ୍କ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri