ନୂଆଦିଲ୍ଲୀ, ୨୧ା୮ (ପି.ଟି.): କୋଭିଡ୍-୧୯ ଟେଷ୍ଟରେ ଭାରତର ୨୦୧୭ ଫିଫା ବିଶ୍ୱକପ୍ ଦଳର ଅନ୍ୟତମ ସଦସ୍ୟ ବୋରିସ୍ ସିଂ ଥଙ୍ଗ୍ଜମ୍ଙ୍କର ପଜିଟିଭ୍ ଆସିଛି। କରୋନାରେ ସଂକ୍ରମିତ ହେବାରେ ସେ ଦେଶର ପ୍ରଥମ ସକ୍ରିୟ ଫୁଟବଲ ଖେଳାଳି। ବୋରିସ୍ ହେଉଛନ୍ତି ମଣିପୁରର ଇମ୍ଫାଲ ବାସିନ୍ଦା। ବର୍ତ୍ତମାନ ସେ କ୍ୱାରାଣ୍ଟାଇନ୍ରେ ଅଛନ୍ତି। ୨୦ ବର୍ଷୀୟ ଏହି ଖେଳାଳି ରାଇଟ୍ ବ୍ୟାକ୍ ପୋଜିଶନରେ ଖେଳିଥାନ୍ତି। ୨୦୧୭ରେ ଭାରତ ୧୭ବର୍ଷରୁ କମ୍ ଫିଫା ବିଶ୍ୱକପ୍ ଆୟୋଜନ କରିଥିଲା। ଏଥିରେ ଭାରତର ଖେଳିଥିବା ୩ଟି ମ୍ୟାଚ ମଧ୍ୟରୁ ସେ ଦୁଇଟିରେ ଖେଳିଥିଲେ। ବୋରିସ ବର୍ତ୍ତମାନ ଇଣ୍ଡିଆନ ସୁପର ଲିଗ୍(ଆଇଏସ୍ଏଲ) ଦଳ ଏଟିକେ ମୋହନବାଗନର ସଦସ୍ୟ। ଅଲ୍ ଇଣ୍ଡିଆ ଫୁଟ୍ବଲ ଫେଡେରେଶନର ଡେଭଲପ୍ମେଣ୍ଟାଲ ଦଳ ଇଣ୍ଡିଆନ ଏରୋଜ୍ ସହିତ ୨ବର୍ଷ ଅତିବାହିତ କରିବା ପରେ ୨୦୧୮ରେ ଏଟିକେ ସହିତ ଚୁକ୍ତି କରିଥିଲେ। ୨୦୧୮ରେ ସ୍ପେନ୍ରେ ଅନୁଷ୍ଠିତ କୋଟିଫ୍ ଟୁର୍ନାମେଣ୍ଟରେ ଆର୍ଜେଣ୍ଟିନା ବିପକ୍ଷ ୨-୧ଗୋଲ ବିଜୟ ମ୍ୟାଚରେ ସେ ଭାରତର ୨୦ବର୍ଷରୁ କମ୍ ଦଳର ଅନ୍ୟତମ ସଦସ୍ୟ ଥିଲେ।
୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍ରେ….
ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍ । ୱାର୍ଲ୍ଡ ଚାମ୍ପିୟନଶିପ୍ ଅଫ୍ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…
ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍ଯାପିତ
ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍ଯାପିତ ହୋଇଯାଇଛି। ଦୁଇ…
ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….
ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…
ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଟିମ୍ର ପୂର୍ବତନ ଓପନର୍ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…
ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ
ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…
ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…
ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…
ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…
IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

