ଭାରତରେ ଆରମ୍ଭ ହେଲାଣି ଗୋଷ୍ଠୀ ସଂକ୍ରମଣ: ବିଶେଷଜ୍ଞ

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ସରକାରୀ ଭାବେ କୁହାଯାଉଛି ଯେ, ଦେଶରେ କରୋନାର ଗୋଷ୍ଠୀ ସଂକ୍ରମଣ ଏପର୍ଯ୍ୟନ୍ତ ହୋଇନାହିଁ। ତେବେ ପ୍ରିଭେଣ୍ଟିଭ୍‌ ଏବଂ ସୋସିଆଲ୍‌ ମେଡିସିନ୍‌ ବିଶେଷଜ୍ଞ ତଥା ଇପିଡେମିଓଲୋଜିଷ୍ଟ୍‌ ଓ ପବ୍ଲିକ୍‌ ହେଲଥ୍‌ ପ୍ରାକ୍ଟିଶନର ସଙ୍ଘ ପକ୍ଷରୁ ମିଳିତ ଭାବେ କୁହାଯାଇଛି ଯେ, ଭାରତରେ ବହୁ ପୂର୍ବରୁ କରୋନାର ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇସାରିଛି। ସରକାରଙ୍କ ପକ୍ଷରୁ ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ୍‌ ଜାରି କରାଯାଇଥିଲା। କିନ୍ତୁ ଯଦି ଭୂତାଣୁ ଓ ମହାମାରୀ ସଂକ୍ରମଣ ଅଭିଜ୍ଞଙ୍କ ସହିତ ପରାମର୍ଶ ଆଧାରରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଥାନ୍ତା ତେବେ ହୁଏତ ସୁଫଳ ମିଳିଥାନ୍ତା । ମାତ୍ର ଏକ୍ଷେତ୍ରରେ କମ୍‌ ଜ୍ଞାନ ଥିବା ଅଭିଜ୍ଞଙ୍କ ପରାମର୍ଶ ଗ୍ରହଣ କରାଯାଇଥିବାରୁ ଦେଶରେ ଉଭୟ ଜନ ଓ ଧନ ଅଧିକ କ୍ଷୟ ହୋଇଥିବା ସଂଘ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri