ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଟପିଲା ୪୯ ହଜାର

ନୂଆଦିଲ୍ଲୀ,୬।୫: ଭାରତରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଦେଶରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବୃଦ୍ଧି ପାଉଛି। ଇତିମଧ୍ୟରେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୪୯ ହଜାର ୩୯୧ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୧,୬୯୪ ଛୁଇଁଛି। ବର୍ତ୍ତମାନ ସୁଦ୍ଧା ୧୪ ହଜାର ୧୮୩ ସଂକ୍ରମିତ ଚିକିତ୍ସା ପରେ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୨,୯୫୮ ଜଣ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବାବେଳେ ମୃତ୍ୟୁ ସଂଖ୍ୟା ୧୨୬ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତି ପରେ ଇରାନର ସୁପ୍ରିମ ଲିଡର୍‌ ମୋଜତାବା ଖାମେନେଇଙ୍କ ଭୟଙ୍କର ବୟାନ, ଆମେରିକା-ଇସ୍ରାଏଲ ଶୁଣିଲେ…

ତେହରାନ୍‌,୧୦।୪: ଆମେରିକା ସହିତ ଯୁଦ୍ଧବିରତି ପରେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ତାଙ୍କର ପ୍ରଥମ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ମା’ ଆଖି ସାମ୍ନାରେ ବୋରୱେଲରେ ପଡ଼ିଗଲା ଶିଶୁ, ୭୦ ଫୁଟ ଗଭୀରରେ….

ଭୋପାଳ,୧୦।୪: ଉଜ୍ଜୈନଠୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ବଡ଼ନଗର ନିକଟବର୍ତ୍ତୀ ଝଲାରିଆ ଗାଁରେ ଅଘଟଣ । ତିନି ବର୍ଷର ନିର୍ଦ୍ଦୋଷ ଶିଶୁ ଏକ ବୋରୱେଲରେ ପଡ଼ିଯାଇଛି…

ଏଇ ଭାରତରେ

ପଶ୍ଚିମବଙ୍ଗ ସୁନ୍ଦରବନର ବହୁ ଅଞ୍ଚଳର ଜମିକୁ ଲୁଣାପାଣି ଚାଷ ଅନୁପଯୋଗୀ କରିଦେଇଥିଲା। ହେଲେ ଏବେ ସେଠାରେ ୧୫୦୦ କୃଷକ ସେହି ଜମିରେ ୧୯୨ କିସମର ଧାନ ଚାଷକରି…

ରାତ୍ରିଭୋଜନ ଓ ସଂଘର୍ଷ

ମ୍ପ୍ରତିକ ପରିସ୍ଥିତିରେ ଅନେକ ସମୟରେ ଦେଖାଯାଏ ରାତ୍ରିଭୋଜନ ଟେବୁଲଗୁଡ଼ିକ ପ୍ରାୟତଃ ଅଭିଭାବକଙ୍କ ଅପ୍ରତ୍ୟାଶିତ ଶ୍ରେଣୀଗୃହ ହୋଇଯାଏ। ପ୍ରାୟତଃ ପରିବାରରେ ଥିବା ପିଲାଟିର ଦିନସାରାର କାର୍ଯ୍ୟ ମୂଲ୍ୟାୟନ ମାତାପିତାମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri