Posted inଜାତୀୟ

ଭାରତରେ ୨୬/୧୧ ଭଳି ଆକ୍ରମଣ କରିବା ପାଇଁ ଭଟକଲ ବନ୍ଧୁଙ୍କ ସହାୟତା ଲୋଡ଼ିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ୍‌,୭।୧୦: ଭାରତରେ ୨୬/୧୧ ଭଳି ଆକ୍ରମଣ କରିବା ଲାଗି ପାକିସ୍ତାନ ଷଡ଼ଯନ୍ତ୍ର ରଚିଛି। ଏଥିପାଇଁ ୨୦୦୮ଠାରୁ ପାକିସ୍ତାନରେ ଆଡ୍ଡା ଜମେଇ ବସିଥିବା ଇଣ୍ଡିଆନ୍‌ ମୁଜାହିଦ୍ଦିନ୍‌ ସଂଗଠନର ସଂସ୍ଥାପକ ରିୟାଲ ଭଟକଲ ଏବଂ ଇକବାଲ୍‌ ଭଟକଲଙ୍କୁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଦାୟିତ୍ୱ ଦେଇଛି। ଏହା ସହିତ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନ ସହିତ ମଧ୍ୟ ଆଇଏସ୍‌ଆଇ ହାତ ମିଳାଇଛି। ଭାରତରେ ଆକ୍ରମଣ ପାଇଁ ଭଟକଲ ବନ୍ଧୁ ଆଜମଗଡ଼ ଆକ୍ରମଣ ଭଳି ଷଡ଼ଯନ୍ତ୍ର ରଚିଥିବା ଗୋଇନ୍ଦା ବିଭାଗ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି। ଭଟକଲ ବନ୍ଧୁଙ୍କ ଇସାରାରେ ଭାରତରେ ଅନୁପ୍ରବେଶ ଲାଗି ଯୋଜନା କରାଯାଇଥିବା ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ବଢ଼ିବାକୁ ଯାଉଛି ଆପଣଙ୍କ ମାସିକ ବଜେଟ; ବଢିଗଲା ପରିବା ଓ ଗ୍ରୋସରି ସାମଗ୍ରୀର ଦାମ!

ନୂଆଦିଲ୍ଲୀ,୨୨।୫: ନିକଟରେ ପେଟ୍ରୋଲ ଏବଂ ଡିଜେଲ ଦରରେ ହୋଇଥିବା ବୃଦ୍ଧି ଏବେ ସାଧାରଣ ଜନତାଙ୍କ ପକେଟ ଉପରେ ଭାରି ପଡ଼ିବାକୁ ଯାଉଛି। ଆପଣଙ୍କର ମାସିକ ଗ୍ରୋସରି (ଖାଦ୍ୟ…

‘କକ୍ରୋଚ ଜନତା ପାର୍ଟି’ର ‘X ଆକାଉଣ୍ଟ’ ବ୍ୟାନ ପରେ ରାଗିଲେ ମହୁଆ ମୋଇତ୍ରା, କହିଲେ…

କୋଲକାତା,୨୨।୫: ‘କକ୍ରୋଚ ଜନତା ପାର୍ଟି’ର X ଆକାଉଣ୍ଟ ଏକ ବ୍ୟଙ୍ଗାତ୍ମକ ପୃଷ୍ଠା ଯାହା ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଲୋକପ୍ରିୟତା ହାସଲ କରିଥିଲା, ଏବେ ଏହା ଭାରତରେ…

ୟୁଟ୍ୟୁବର ସବ୍ୟସାଚୀ ଅମିତାଭଙ୍କ ଗିରଫକୁ ନେଇ ଚର୍ଚ୍ଚା: ଜୋର୍‌ ଧରିଛି ରାଜନୀତି

କେନ୍ଦୁଝର,୨୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ମୁଖ୍ୟାଳୟ ସର୍କିଟ ହାଉସ୍‌ରେ କାର୍‌ ଧକ୍କାରେ ସେଠାକାର କର୍ମଚାରୀଙ୍କ ବାଇକ୍‌ ଭାଙ୍ଗିବା ଏବଂ ଜଗୁଆଳିଙ୍କୁ ଜାତିଆଣ ଆକ୍ଷେପ କରିବା ଅଭିଯୋଗରେ ୟୁଟ୍ୟୁବର…

କଲେଜ କ୍ୟାଣ୍ଟିନରେ ପ୍ରଥମ ଭେଟ…କିଏ ଏହି ଏହି ଶ୍ରୀନାଥ? ଯାହାଙ୍କୁ ଅନ୍ଧ ଭାବରେ ବିଶ୍ୱାସ କରନ୍ତି ବିଜୟ

ଥିରୁଭାନନ୍ତପୁରମ,୨୨।୫: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥଲାପତି ବିଜୟ ଗୁରୁବାର ତାଙ୍କ କ୍ୟାବିନେଟର ବିସ୍ତାର କରିଛନ୍ତି। ଏହି ସମାରୋହରେ ୨୩ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଥିଲେ । ରାଜ୍ୟପାଳ…

ହର୍ମୁଜରେ ବଢି ଚାଲିଛି ସମସ୍ୟା ଉପରେ ସମସ୍ୟା, ଦେଖି ଚାହିଁ ଖର୍ଚ୍ଚ କରନ୍ତୁ LPG

ନୂଆଦିଲ୍ଲୀ/ତେହରାନ,୨୨।୫: ଇରାନ ସହିତ ସଂଘର୍ଷ ଯୋଗୁ ପଶ୍ଚିମ ଏସିଆରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ଆଉ ଏକ ନିରାଶାଜନକ ଖବର ସାମ୍ନାକୁ ଆସିଛି। ଏହି ସମୟରେ, ସମସ୍ତଙ୍କ…

ପଛରେ ପଡିଗଲେ କୋହଲି: ଜାଣନ୍ତୁ କାହା ପାଖରେ ଅଛି ଅରେଞ୍ଜ-ପର୍ପଲ କ୍ୟାପ୍‌

ନୂଆଦିଲ୍ଲୀ,୨୨।୫: ଇଣ୍ଡିଆନ ପ୍ରିମିୟର ଲିଗ (IPL 2026) ର ୧୯ତମ ସଂସ୍କରଣରେ ୬୬ଟି ମ୍ୟାଚ ଖେଳାଯାଇଛି। ଲିଗ ପର୍ଯ୍ୟାୟରେ ଆଉ ୪ଟି ମ୍ୟାଚ ବାକି ଅଛି। ତିନୋଟି…

୨୦୨୯ ନିର୍ବାଚନରେ ଭାଜପା-କଂଗ୍ରେସକୁ ଟକ୍କର ଦେବ କକ୍‌ରୋଚ ଜନତା ପାର୍ଟି! ରାତାରାତି ବଢିଗଲା…

ନୂଆଦିଲ୍ଲୀ,୨୨।୫: ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ଦ୍ୱାରା ଦିଆଯାଇଥିବା ‘କାକରୋଚ’ (ଅସରପା) ବୟାନ ପରଠାରୁ ସୋସିଆଲ ମିଡିଆରେ ଏକ ନୂଆ ବିତର୍କ ଆରମ୍ଭ ହୋଇଯାଇଛି। ଏହି ବୟାନର…

୧୨ ଦିନ ମଧ୍ୟରେ ଶୁଭେନ୍ଦୁ ସରକାରଙ୍କ ପ୍ରଥମ ୟୁ-ଟର୍ଣ୍ଣ, ଗଣମାଧ୍ୟମକୁ ନେଇ ନେଲେ ଏଭଳି ନିଷ୍ପତ୍ତି

କୋଲକାତା,୨୨।୫: ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱରେ ଭାଜପା ସରକାର ପଶ୍ଚିମବଙ୍ଗରେ ଦାୟିତ୍ୱ ଗ୍ରହଣ କରିବାର ୧୨ ଦିନ ବିତିଗଲାଣି। ଏହି ସମୟ ମଧ୍ୟରେ ପ୍ରଶାସନ ଦ୍ରୁତ ଗତିରେ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri